ଭୂକମ୍ପରେ ଥରିଲା ଆଲାସ୍କା

ଓ୍ବାଶିଂଟନ୍‌,୨୨।୭: ଆମେରିକା ଆଲାସ୍କାରେ ବୁଧବାର ଏକ ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୭.୮ ରହିଥିଲା। ଆଙ୍କରେଜ୍‌ର ଦକ୍ଷିଣପଶ୍ଚିମରୁ ୫୦୦ମାଇଲ ଓ ପେରୀଭିଲ୍‌ର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ୬୦ମାଇଲ୍‌ ଦୂରରେ ଏହାର କେନ୍ଦ୍ରର ସ୍ଥଳ ରହିଥିବା ନେଇ ଆମେରିକାର ଭୂତତ୍ତ୍ୱ ବିଭାଗ ସୂଚନା ଦେଇଛି। ଏଥିଯୋଗୁ ଉକ୍ତ ସହରରେ ସୁନାମୀର ଆଲର୍ଟ ଜାରି କରାଯାଇଛି। ଏହି ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ଲୋକମାନେ ଭୟଭୀତ ହୋଇପଡ଼ି ଘରକୁ ବାହାରି ପଳାଇଆସିଥିଲେ। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ଏଯାଏଁ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିବେ କିମ୍‌-ଜୋଙ୍ଗ୍‌-ଉନ୍‌, ଟ୍ରମ୍ପଙ୍କ ପାଇଁ ବିପଦ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୯ା୧୦: କରୋନା ମହାମାରୀ ସମୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ନିଜର ଶକ୍ତି ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ୧୦ ଅକ୍ଟୋବରରେ ଶାସକ...

ବାଂଲାଦେଶରେ ଖାଇକୁ ଖସିଲା ବସ: ୧୭ ମୃତ-୩୦ ଆହତ…

ଢାକା,୧୯।୩ : ରବିବାର ବାଂଲାଦେଶର ଏକ ଦ୍ରୁତଗାମୀ ବସ ଏକ ଖାଇକୁ ଖସିପଡିଛି। ଫଳରେ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୩୦ ଜଣ...

ମୁହଁର ଅପରେଶନ ପରେ ହଠାତ୍‌ ଅଲଗା ଭାଷାରେ କଥା ହେଲେ ମହିଳା

କାନ୍‌ବେରା,୧୫।୫: ଅଷ୍ଟ୍ରେଲିଆର ଜଣେ ମହିଳା ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛନ୍ତି। ଏହି ମହିଳାଙ୍କ କହିବା କଥା ସେ ତାଙ୍କ ଜିଭର ଅପରେଶନ କରାଇବା...

ମୃତ୍ୟୁ ଉପତ୍ୟକାରେ ନବଜାତ ଶିଶୁକନ୍ୟାଙ୍କର କୁଆଁ ରାବ: ମାଟି ତଳେ ଜନ୍ମ ନେଲେ, ୩୦ ଘଣ୍ଟା ପରେ ଉଦ୍ଧାର…

ଇସ୍ତାନବୁଲ,୮।୨ : ତୁର୍କୀ ଏବଂ ସିରିଆରେ ଭୂକମ୍ପ ଯୋଗୁଁ ଏପର୍ଯ୍ୟନ୍ତ ୮ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଲାଣି। ୩୦ ହଜାରରୁ ଅଧିକ ଲୋକଙ୍କ ଆହତ...

ନିର୍ବାଚନୀ ରାଲିରେ ଭାଲୁ ଆଣିଲେ ପ୍ରାର୍ଥୀ

କାଲିଫର୍ନିଆ, ୬ା୫ : ଆମେରିକାର କାଲିଫର୍ନିଆ ଗଭର୍ନର ନିର୍ବାଚନୀ ରାଲିରେ ରିପବ୍ଲିକାନ ପ୍ରାର୍ଥୀ ସାଥିରେ ଆଣିଥିଲେ ଏକ ଭାଲୁ। ଜନ କକ୍ସ ‘ବ୍ୟୁଟି ଆଣ୍ଡ୍‌ ଦି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଡବ୍ଲୁଏଚ୍‌ଓର ମହାନିର୍ଦ୍ଦେଶକ

ଜେନେଭା,୨୩ ।୧: କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏଥିରୁ ମୁକୁଳିବା ପାଇଁ ପ୍ରାୟତଃ ସବୁ ବିକାଶଶୀଳ ଦେଶ ଭ୍ୟାକ୍ସିନ ପ୍ରସ୍ତୁତି କାମରେ...

ଏଠି ଗୀତ ଗାଏ ସଡ଼କ

କଥାଟା ଅଡୁଆ ଲାଗୁଥିଲେ ବି ସତ। କାରଣ ସଡ଼କରେ ଯିବା ସମୟରେ ଗୀତ ଶୁଣିଲେ ଦୁର୍ଘଟଣାକୁ ଏଡାଇ ଦିଆଯାଇପାରିବ ବୋଲି ଚିନ୍ତା କରିବା ପରେ କେତେକ...

ପାକିସ୍ତାନରେ ଆଫଗାନିସ୍ତାନ ଶରଣାର୍ଥୀଙ୍କୁ କରାଯାଉଛି ଦୁର୍ବ୍ୟବହାର

ଇସଲାମାବାଦ,୧୨।୯: ପାକିସ୍ତାନରେ ରହୁଥିବା ଆଫଗାନିସ୍ତାନ ଶରଣାର୍ଥୀଙ୍କ ଅବସ୍ଥା ଖରାପ ହେବାରେ ଲାଗିଛି। ଏକ ରିପୋର୍ଟ ଦାବି କରିଛି ଯେ, ପାକିସ୍ତାନ ପୋଲିସ ଆଫଗାନିସ୍ତାନ ଶରଣାର୍ଥୀଙ୍କୁ ଦୁର୍ବ୍ୟବହାର...

Advertisement
Archives

Model This Week