Posted inଜାତୀୟ

ଭୂକମ୍ପରେ ଥରିଲା ଆଣ୍ଡାମାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୧

ପୋର୍ଟ ବ୍ଲେୟାର,୧୦।୧: ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ଭୂକମ୍ପରେ ଝଟକା। ବୁଧବାର ଅନୁଭୂତ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୧ ରେ ମାପ କରାଯାଇଛି । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଏହି ସୂଚନା ଦେଇଛି। ଏନସିଏସ କହିଛି ଯେ, ସକାଳ ୭.୫୩ରେ ଆଣ୍ଡାମାନ ଦ୍ୱୀପରେ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କୌଣସି ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର ଖବର ମିଳିନାହିଁ। ଭୂକମ୍ପର କେନ୍ଦ୍ରସ୍ଥଳର ଗଭୀରତା ୧୦ କିଲୋମିଟର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

ଆଜି ଦିଲ୍ଲୀରେ ଗର୍ଜିବ କକ୍‌ରୋଚ୍‌ ଜନତା ପାର୍ଟି: ଧର୍ମେନ୍ଦ୍ର ପ୍ରଧାନଙ୍କ…

ନୂଆଦିଲ୍ଲୀ,୬ା୬:କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶନିବାର ନୂଆଦିଲ୍ଲୀର ଯନ୍ତର ମନ୍ତରଠାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଦଳ ପକ୍ଷରୁ ‘x’ରେ ଶୁକ୍ରବାର ସୂଚନା ଦିଆଯାଇଛି। ଦଳର…

ଜେଲ୍‌ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ

ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…

ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ

ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…

ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…

୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…

ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri