Posted inଜାତୀୟ

ଅରୁଣାଚଳ ପ୍ରଦେଶରେ ଭୂକମ୍ପ

ଇଟାନଗର,୨୫ା୯: ଅରୁଣାଚଳ ପ୍ରଦେଶରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ପାଙ୍ଗିନ ସହରରେ ସକାଳ ୧୦ଟା ୧୧ରେ ଲୋକେ ଭୂକମ୍ପ ଝଟ୍‌କା ଅନୁଭବ କରିବା ସହ ଭୟଭୀତ ହୋଇ ଘରୁ ବାହାରକୁ ଚାଲି ଆସିଥିଲେ। ରିକ୍ଟର ସ୍କେଲରେ ଏହି ଭୂକମ୍ପର ତୀବ୍ରତା ୪.୫ ବୋଲି ରେକର୍ଡ କରାଯାଇଛି। ତେବେ ପାଙ୍ଗିନର ଉତ୍ତର ପଶ୍ଚିମରେ ୨୩୭ କିଲୋମିଟର ଦୂର ଯାଏ ଏହାର ଝଟ୍‌କା ଅନୁଭବ ହୋଇଥିଲା। ଧନଜୀବନ କ୍ଷୟକ୍ଷତି ହୋଇଥିବା ନେଇ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମନୀଷ ସିସୋଡିଆଙ୍କ ଅଡୁଆ ଆହୁରି ବଢ଼ିଲା: ମନିଂ ଲଣ୍ଡରିଂ ମାମଲା ରୁଜୁ କଲା ଇଡି

ନୂଆଦିଲ୍ଲୀ,୨୩।୮: ବଢ଼ିଲା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡ଼ିଆଙ୍କ ଅଡ଼ୁଆ। ଅବକାରୀ ନୀତି ୨୦୨୧-୨୨ରେ ଅନିୟମିତତା ହୋଇଥିବା ଅଭିଯୋଗରେ ପ୍ରବର୍ତ୍ତନ ନର୍ଦ୍ଦେଶାଳୟ(ଇଡି) ପକ୍ଷରୁ ମନି ଲଣ୍ଡରିଂ ମାମଲା...

ପୌର ନିର୍ବାଚନ ପୋଛିନେଲା ଟିଏମ୍‌ସି

କୋଲକାତା,୧୪।୨: କୋଲକାତା ପରେ ପଶ୍ଚିମବଙ୍ଗର ବିଧାନନଗର, ସିଲିଗୁଡ଼ି, ଆସାନସୋଲ ଏବଂ ଚାନ୍ଦେରନାଗୋରେ ପୌର ନିଗମ ନିର୍ବାଚନ ଜିତିନେଇଛି ତୃଣମୂଳ କଂଗ୍ରେସ(ଟିଏମ୍‌ସି)। ସିଲିଗୁଡ଼ି ଏବଂ ଆସାନସୋଲରେ ଭାଜପା...

୩ ବର୍ଷରେ କରୋନା ନେଲାଣି ୬୦ ଲକ୍ଷ ଜୀବନ

ବ୍ୟାଙ୍କକ୍‌,୬।୩ କୋଭିଡ୍‌ ମହାମାରୀ ତୃତୀୟ ବର୍ଷରେ ପହଞ୍ଚତ୍ଥିବା ବେଳେ ରବିବାର ରାତି ସୁଦ୍ଧା ବିଶ୍ୱରେ ମୃତ୍ୟୁସଂଖ୍ୟା ୬୦ ଲକ୍ଷ ଅତିକ୍ରମ କରିଛି। ଆମେରିକାରେ କୋଭିଡ୍‌ ମୃତ୍ୟୁସଂଖ୍ୟା...

ଚାଇନା ଦେଶର ୩ ସ୍ଥାନରେ କରିଛି ଜବର ଦଖଲ, ସତ କୁହନ୍ତୁ ମୋଦି: ରାହୁଲ

ନୂଆଦିଲ୍ଲୀ,୨୬।୬: ଚାଇନା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ରାହୁଲ ସୋସିଆଲ ମିଡିଆରେ ଏକ ଭିଡିଓ...

ନାଁ ନୀରଜ ହୋଇଥିଲେ ମିଳିବ ମାଗଣା ପେଟ୍ରୋଲ

ନୂଆଦିଲ୍ଲୀ, ୧୦।୮: ଫିଲ୍ଡ ଓ ଆଥ୍‌ଲେଟିକ୍ସରେ ଭାରତ ପାଇଁ ପ୍ରଥମ ଅଲିମ୍ପିକ୍‌ ପଦକ ଜିତିଥିବା ନୀରଜ ଚୋପ୍ରା ରାତାରାତି ସେନସେଶନ ପାଲଟି ଯାଇଛନ୍ତି। ହରିୟାଣାର ୨୩...

ଆଫଗାନିସ୍ତାନ ଗୁରୁଦ୍ୱାରରେ ଫସି ରହିଥିବା ୨୦୦ ଶିଖଙ୍କୁ ସୁରକ୍ଷିତ ଉଦ୍ଧାର କରୁ କେନ୍ଦ୍ର: କ୍ୟାପଟେନ ଅମରିନ୍ଦର

ଚଣ୍ଡିଗଡ଼,୧୬ ।୮: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ କହିଛନ୍ତି, ତାଲିବାନ ଅକ୍ତିଆର କରିଥିବା ଆଫଗାନିସ୍ତାନର ଏକ ଗୁରୁଦ୍ୱାରରେ...

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭାଜପା ପାଖରେ ରହିଛି ଆବଶ୍ୟକ ଭୋଟ…

ନୂଆଦିଲ୍ଲୀ, ୩।୭ : ରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ଜନତା ପାର୍ଟି ସହଯୋଗୀ ତଥା ବନ୍ଧୁ ଦଳର ସମର୍ଥନ ଆବଶ୍ୟକ କରୁଛି। ତେବେ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀଙ୍କୁ...

ଲେମ୍ବୁ କିଲୋ ପିଛା ୨୦୦ ଟଙ୍କା…

ନୂଆଦିଲ୍ଲୀ, ୨।୪ : ଖରା ବଢ଼ିବା ସହିତ ଦେଶରେ ଲେମ୍ବୁ କିଲୋଗ୍ରାମ୍‌ ପିଛା ଦାମ୍‌ ବଢ଼ିବାରେ ଲାଗିଛି। ଏହା ଇତିମଧ୍ୟରେ କିଲୋଗ୍ରାମ୍‌ ପିଛା ୨୦୦ ଟଙ୍କାରେ...

Advertisement
Archives

Model This Week