ବାଲୁଚିସ୍ତାନରେ ଭୂକମ୍ପ

ଇସଲାମାବାଦ,୨୬ା୩: ରବିବାର ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶରେ ଭୂକମ୍ପ ଅନୁଭୂତ ହୋଇଛି। ବାଲୁଚିସ୍ତାନ ପ୍ରଦେଶର ଝାଲ ମଗାସି ଜିଲାରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ତେବେ ସମଗ୍ର ଅଞ୍ଚଳରେ କମ୍ପନ ଅନୁଭୂତ ହେଉଥିବାରୁ ଜିଲାର ଅନେକ ଲୋକ ଘରୁ ବାହାରକୁ ଚାଲିଆସିଥିଲେ।

ପାଣିପାଗ ବିଭାଗର ସୂଚନାନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଝାଲ ମଗାସିର ୨୦ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଥିଲା। ଭୂକମ୍ପ ପରେ ଆହତ କିମ୍ବା କ୍ଷୟକ୍ଷତି ସମ୍ପର୍କରେ କୌଣସି ଖବର ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ସାମାନ୍ୟ କମ୍ପନ ଲୋକଙ୍କୁ ଭୟଭୀତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର…

ଚାରି ବର୍ଷର ବଳାତ୍କାର ପୀଡିତାଙ୍କ ଚିକିତ୍ସା କରିବାକୁ ମନା କଲେ; ଏବେ ହସ୍ପିଟାଲ ଗଣିବ ୧୨ ଲକ୍ଷ

ଗାଜିଆବାଦ,୭।୮: ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତର ପ୍ରଦେଶ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲକୁ ଜଣେ ଚାରି ବର୍ଷୀୟ ବଳାତ୍କାର ପୀଡିତାଙ୍କ ପରିବାରକୁ ଯଥାକ୍ରମେ ୧୦ ଲକ୍ଷ ଏବଂ ୨…

ଭାଜପା ସହ ମେଣ୍ଟ କରିବ ଅକାଳୀ ଦଳ! ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସୁଖବୀର ବାଦଲ

ଚଣ୍ଡିଗଡ଼/ନୂଆଦିଲ୍ଲୀ,୭।୮: ଶିରୋମଣି ଅକାଳୀ ଦଳ (ଏସଏଡି) ସଭାପତି ସୁଖବୀର ସିଂହ ବାଦଲ ଶୁକ୍ରବାର ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ସଂସଦର ମୌସୁମୀ ଅଧିବେଶନ ସମୟରେ…

ସାମାଜିକ ଦାୟିତ୍ୱବୋଧ, ସ୍ବଚ୍ଛତା ଆପଣାଇବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ସେବାନନ୍ଦ ସରସତୀ ଡିଗ୍ରୀ କଲେଜ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ପକ୍ଷରୁ ଶୁକ୍ରବାର…

ଘର ଦେବେ ସଲମାନ: ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆସାମରେ ହୋଇଥିବା ଭୟଙ୍କର ବନ୍ୟାରେ ପ୍ରଭାବିତ ପରିବାରକୁ ସହାୟତା କରିବା ପାଇଁ ବଲିଉଡ ସୁପରଷ୍ଟାର ସଲମାନ ଖାନ ଆଗେଇ ଆସିଛନ୍ତି। ସେ ଏହି ମହାନ କାର୍ଯ୍ୟ ପାଇଁ…

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri