Advertisement

ଚିଲିରେ ଭୂକମ୍ପ

ଚିଲି,୧୩ା୧୧: ଚିଲିର ବାୟୋବିଓ ଅଞ୍ଚଳରେ ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬.୧ ଥିଲା। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍‌ଏସ୍‌ସି) କହିଛି, ଶନିବାର ବିଳମ୍ବିତ ରାତିରେ ଚିଲିର କେନ୍ଦ୍ରୀୟ ବାୟୋବିଓ ଉପକୂଳରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଏହା ୨୦ କିଲୋମିଟର ଗଭୀରରେ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତିର ଆକଳନ କରାଯାଇନାହିଁ।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୨୪ରେ ମଧ୍ୟ ଚିଲିରେ ଭୂକମ୍ପ ଅନୁଭୂତ ହୋଇଥିଲା। ନ୍ୟାଶନାଲ ସେଣ୍ଟର ଫର୍‌ ସେସ୍‌ମୋଲୋଜି ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ମଧ୍ୟ ୬.୧ ଥିଲା। ଭୂକମ୍ପର ଗଭୀରତା ପ୍ରାୟ ୧୦ କିଲୋମିଟର ଗଭୀରରେ ଥିଲା।

୧୯୬୦ ମେ’ରେ ଚିଲିରେ ବିଶ୍ୱର ସବୁଠାରୁ ବିପଜ୍ଜନକ ଭୂକମ୍ପ ହୋଇଥିଲା। ତୀବ୍ରତା ଦୃଷ୍ଟିରୁ ସବୁଠୁ ବିପଜ୍ଜନକ ଭୂକମ୍ପ ଚିଲିରେ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୯.୫ ଥିଲା। ଏହି ଭୂକମ୍ପରେ ସୁନାମୀ ଆସିଥିଲା। ଫଳରେ ଦକ୍ଷିଣ ଚିଲି ସମେତ ଜାପାନ, ଫିଲିପାଇନ୍ସ, ପୂର୍ବ ନ୍ୟୁଜିଲାଣ୍ଡ ଭଳି ଅନେକ ଦେଶରେ ଭୟଙ୍କର ବିନାଶ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଝଟ୍‌କା, ୧୦ ଦେଶ ସୁରକ୍ଷା ବୁଝାମଣା ପାଇଁ ମନାକଲେ…

ବେଜିଂ, ୩୧।୫ : ଅଷ୍ଟ୍ରେଲିଆକୁ ଘେରି ରହିବା ପାଇଁ ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ଅଞ୍ଚଳରେ ଥିବା ୧୦ ଟି ଛୋଟ ଦେଶ ସହିତ ସୁରକ୍ଷା ଚୁକ୍ତି...

ଶ୍ରୀଲଙ୍କାକୁ ଭାରତ ଦେଇସାରିଲାଣି ୨୫୦ କୋଟିର ଆର୍ଥିକ ସହାୟତା

କଲମ୍ବୋ,୩ା୪: ଆଜିକାଲି ଶ୍ରୀଲଙ୍କା ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏହା ସାହାଯ୍ୟ ପାଇଁ ଭାରତକୁ ଅନୁରୋଧ କରିଥିଲା। ଏହି କ୍ରମରେ ଶ୍ରୀଲଙ୍କାରେ ଭାରତର ହାଇ...

୬ ମାସର ଶିଶୁ କରୋନା ପଜିଟିଭ୍‌

ଲଣ୍ଡନ,୧୩।୪: ପୂର୍ବରୁ ହୃଦ୍‌ରୋଗ ସମ୍ବନ୍ଧୀୟ ସମସ୍ୟା ଭୋଗୁଥିବା ୬ମାସର ଶିଶୁ ଏବେ କରୋନାରେ ସଂକ୍ରମିତ। କରୋନାରେ ସଂକ୍ରମିତ ହେବା ପରେ ଉକ୍ତ ଶିଶୁଟିକୁ ହସ୍ପିଟାଲରେ ଭର୍ତ୍ତି...

ବାଇଡେନ୍‌ଙ୍କୁ ନେଇ ବଢ଼ୁଛି ଉତ୍କଣ୍ଠା

ନୂଆଦିଲ୍ଲୀ, ୮।୧୧: ଡେମୋକ୍ରାଟିକ୍‌ ପାର୍ଟି ନେତା ଜୋ ବାଇଡେନ୍‌ ନିର୍ବାଚନ ଜିତି ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ତାଙ୍କ ପ୍ରଶାସନର ଭାରତ ସହ...

ରୁଷିଆ ପାଇଁ ଲଢ଼ିବେ ବିଦେଶୀ ଯୋଦ୍ଧା

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୧୨ା୩: ରୁଷିଆର ୟୁକ୍ରେନ୍‌ ଆକ୍ରମଣକୁ ୧୬ ଦିନ ବିତିଛି। ରୁଷୀୟ ସୈନ୍ୟଙ୍କ ଘନ ଘନ ରକେଟ ମାଡ଼ରେ ରାଜଧାନୀ କ୍ୱିଭ୍‌ ସମେତ ଅନେକ ସହର ଛିନ୍‌ଛତ୍ର...

ପୁଣି ଟୁଇଟର୍‌ରୁ ୪୪୦୦ କର୍ମଚାରୀଙ୍କୁ ଛଟେଇ କଲେ ମସ୍କ

ନ୍ୟୁୟର୍କ,୧୪।୧୧: ଟୁଇଟରର ମାଳିକାନା ହାସଲ କରିବା ପରଠାରୁ ଏଲନ ମସ୍କ କ୍ରମାଗତ ପରିବର୍ତ୍ତନ କରିଆସୁଛନ୍ତି। ୫୦ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିବା ପରେ ପୁଣି ମସ୍କ...

ଯେଉଁଠି ୨ଶହ ଟଙ୍କାରେ ନିଜ ସନ୍ତାନଙ୍କୁ ବିକ୍ରି କରି ଦିଅନ୍ତି ଅଭିଭାବକ

ବନଜୁଲ,୧୯।୧: ଆଫ୍ରିକାର ଗାମ୍ବିଆରେ ଦେଖିବାକୁ ମିଳିଛି ଏକ ଅଜବ ଦୃଶ୍ୟ। ଏଠାରେ ଅଭିଭାବକମାନେ ନିଜ ସନ୍ତାନଙ୍କୁ ମାତ୍ର ୨ଶହ ଟଙ୍କାରେ ବିକ୍ରି କରୁଥିବା କୁହାଯାଏ। ବ୍ରିଟିଶ...

୯୮ ବର୍ଷ ଇତିହାସରେ ପ୍ରଥମ: ଡିଜ୍‌ନୀର ଅଧ୍ୟକ୍ଷ ହେବେ ଜଣେ ମହିଳା

କାର୍ଲିଫର୍ନିଆ,୩।୧୨: ମନୋରଞ୍ଜନ ଜଗତର ପ୍ରମୁଖ କମ୍ପାନୀ ୱାଲ୍ଟ ଡିଜନି ୯୮ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ ଜଣେ ମହିଳାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଛି। ୬୭...

Advertisement
Archives

Model This Week