ଥରିଲା ଗ୍ରୀସ୍‌

ଏଥେନ୍ସ,୨୯ା୩: ଗ୍ରୀସ୍‌ର ଦକ୍ଷିଣ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬ ଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍‌ଏସ୍‌ସି) ସ୍ଥାନୀୟ ସମୟ ଶୁକ୍ରବାର ସକାଳ ୯.୧୨ରେ ପ୍ରାଇଗୋସର ୫୬ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଏହି ଭୂକମ୍ପ ହୋଇଛି।

ଏହି ଭୂକମ୍ପ ରାଜଧାନୀ ଏଥେନ୍ସ ଏବଂ ଦକ୍ଷିଣ କ୍ରିଟ୍‌ ଦ୍ୱୀପ ପର୍ଯ୍ୟନ୍ତ ମଧ୍ୟ ଅନୁଭୂତ ହୋଇଥିଲା। ଉପକୂଳରେ ସୁନାମି ହେବାର ସମ୍ଭାବନାକୁ ଅଧିକାରୀମାନେ ଆକଳନ କରିଛନ୍ତି। ଭୂକମ୍ପ ଦ୍ୱାରା ସୁନାମି ହେଉଛି। ସମୁଦ୍ର ଢେଉ ଏବଂ ଭୂକମ୍ପର କେନ୍ଦ୍ରଠାରୁ ଦୂରତା ଉପରେ ନିର୍ଭର କରି ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକ ପାଇଁ ବିପଦ ସୃଷ୍ଟି କରିପାରେ ବୋଲି ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri