କୁଲୁ,୧୬।୧୧: ହିମାଚଳ ପ୍ରଦେଶର କୁଲୁରେ ବୁଧବାର ରାତିରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ରହିଥିବା ଜଣାପଡ଼ିଛି। ଭୂକମ୍ପକୁ ନେଇ ଲୋକେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏଯାବତ ଭୂକମ୍ପରେ କୌଣସି ଧନଜୀବନ ହାନିର ସୂଚନା ମିଳିନାହିଁ।
କୁଲୁ,୧୬।୧୧: ହିମାଚଳ ପ୍ରଦେଶର କୁଲୁରେ ବୁଧବାର ରାତିରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ରହିଥିବା ଜଣାପଡ଼ିଛି। ଭୂକମ୍ପକୁ ନେଇ ଲୋକେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏଯାବତ ଭୂକମ୍ପରେ କୌଣସି ଧନଜୀବନ ହାନିର ସୂଚନା ମିଳିନାହିଁ।
ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...
ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...
ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...
ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...
ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
