କୁଲୁ,୧୬।୧୧: ହିମାଚଳ ପ୍ରଦେଶର କୁଲୁରେ ବୁଧବାର ରାତିରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ରହିଥିବା ଜଣାପଡ଼ିଛି। ଭୂକମ୍ପକୁ ନେଇ ଲୋକେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏଯାବତ ଭୂକମ୍ପରେ କୌଣସି ଧନଜୀବନ ହାନିର ସୂଚନା ମିଳିନାହିଁ।
କୁଲୁ,୧୬।୧୧: ହିମାଚଳ ପ୍ରଦେଶର କୁଲୁରେ ବୁଧବାର ରାତିରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୧ ରହିଥିବା ଜଣାପଡ଼ିଛି। ଭୂକମ୍ପକୁ ନେଇ ଲୋକେ ଘରୁ ବାହାରକୁ ଚାଲି ଆସିଥିଲେ। ତେବେ ଏଯାବତ ଭୂକମ୍ପରେ କୌଣସି ଧନଜୀବନ ହାନିର ସୂଚନା ମିଳିନାହିଁ।
ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…
ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍ । ୱାର୍ଲ୍ଡ ଚାମ୍ପିୟନଶିପ୍ ଅଫ୍ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…