ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୩ା୧୨: ଇଣ୍ଡୋନେସିଆରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ଦେଶର ପଶ୍ଚିମ ଜାଭା ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ୬.୪ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଭୂମିଠାରୁ ୧୧୮ କିଲୋମିଟର ଗଭୀରରେ ଅବସ୍ଥିତ। ଦେଶର ଜିଓଫିଜିକ୍ସ ଏଜେନ୍ସି ବିଏମ୍‌କେଜି ଦ୍ୱାରା ଏହି ସୂଚନା ଦିଆଯାଇଛି। ତେବେ ଭୂକମ୍ପର ତୀବ୍ରତାକୁ ଦୃଷ୍ଟିରେ ରଖି ସୁନାମି ଚେତାବନୀ ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Iran US Deal: ଇରାନ-ଆମେରିକା ଡିଲକୁ ନେଇ ବଢୁଛି ନେତାନ୍ୟାହୁଙ୍କ ସମସ୍ୟା, ସର୍ଭେରେ ଆସିଲା ଚମକାଇବା ଭଳି ତଥ୍ୟ

ଜେରୁଜେଲମ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ମାସ ମାସ ଧରି ଚାଲିଥିବା ସଂଘର୍ଷ ପରେ ଶେଷରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ଇରାନ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

ରାଷ୍ଟ୍ରପତି ଭବନରେ ଓଡ଼ିଆ ସଂସ୍କୃତିର ଝଲକ: ଚିରସ୍ରୋତାଙ୍କ ‘ଆହେ ନୀଳ ଶଇଳ’ ନୃତ୍ୟରେ…

ସାକ୍ଷୀଗୋପାଳ,୧୮ା୬(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପ୍ରତିଟି ଓଡ଼ିଆ ଘରର ପାରମ୍ପରିକ ରଜ ଉତ୍ସବର ମାହୋଲ ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନରେ ଦେଖିବାକୁ ମିଳିଛି। ତିନି ଦିନ ବ୍ୟାପି ରଙ୍ଗାରଙ୍ଗ…

ଚାମେଲି ଓଝାଙ୍କୁ ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା ବଲାଙ୍ଗୀର ସରପଞ୍ଚ ମହାସଂଘ, ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ବଲାଙ୍ଗୀର,୧୮ା୬(ସୁନିଲ କୁମାର ମହାନ୍ତି): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣାର ନିରପେକ୍ଷ ତଦନ୍ତ ଏବଂ ନ୍ୟାୟ ପ୍ରଦାନ ପାଇଁ ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri