ଇଣ୍ଡୋନେସିଆରେ ଭୂକମ୍ପ

ଜାକର୍ତ୍ତା,୨୪ା୯: ଇଣ୍ଡୋନେସିଆରେ ଶନିବାର ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬ରୁ ଅଧିକ ଥିଲା। ହଠାତ୍‌ ସବୁକିଛି ଥରିବାରୁ ଲୋକେ ଭୟଭୀତ ହୋଇପଡ଼ିଥିଲେ। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାଯାଇଛି। ଆଉ ଏକ ଖୁସିର କଥା କି ଭୂତତ୍ତ୍ୱ ଅଧିକାରୀମାନେ କହିଛନ୍ତି, ଭୂକମ୍ପ ପରେ ସୁନାମି ହେବାର କୌଣସି ବିପଦ ନାହିଁ।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ, ଆଜି ସକାଳେ ଏହି ଭୂକମ୍ପ ହୋଇଥିଲା। ଫଳରେ ଲୋକମାନେ ଘରୁ ଦୌଡ଼ି ବାହାରକୁ ପଳାଇଥିବାର ଦେଖାଯାଇଥିଲା। କିନ୍ତୁ ପରେ ସେମାନେ ସୂଚନା ପାଇଥିଲେ ଯେ, ସୁନାମିର ଭୟ ନାହିଁ।

ସୂଚନାଯୋଗ୍ୟ, ୨୦୦୪ରେ ଆକେହ ପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂକମ୍ପ ଅନେକ ଦେଶରେ ସୁନାମି ସୃଷ୍ଟି କରି ପ୍ରାୟ ୨,୩୦,୦୦ ଲୋକଙ୍କ ମୃତ୍ୟୁ ଘଟିଥିଲା।

ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ସୂତ୍ରରୁ ପ୍ରକାଶ, ଶନିବାରର ଭୂକମ୍ପର ତୀବ୍ରତା ୬.୨। ଭୂକମ୍ପର କେନ୍ଦ୍ର ୪୯ କିଲୋମିଟର ଦୂରରେ ଅବସ୍ଥିତ। ତେବେ ଇଣ୍ଡୋନେସିଆର ପାଣିପାଗ ବିଭାଗ, ଜଳବାୟୁ ଏବଂ ଜିଓଫିଜିକାଲ ଏଜେନ୍ସି କହିଛି, ଏହି ଭୂକମ୍ପର ତୀବ୍ରତା ୬.୪।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ରେ ଗର୍ଭବତୀ ନାବାଳିକାଙ୍କ ସଂଖ୍ୟା ବୃଦ୍ଧି, ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବଢ଼ିଲା…

ହରାରେ, ୨୮।୫ : ଜିମ୍ବାୱେରେ ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୧୬ ବର୍ଷ ବୟସ ଥିଲା।...

ଚେତାବନୀ, ସମସ୍ତଙ୍କର ଟିକାକରଣ ନ ହେଲେ, ଆସୁଥିବ ନୂଆ ନୂଆ ଭାରିଆଣ୍ଟ…

ନୂଆଦିଲ୍ଲୀ, ୧୮।୧ : ଜାତିସଂଘର ମହାସଚିବ ଆଣ୍ଟୋନିଓ ଗ୍ୟୁଟେରସ ୨୦୨୨ ବର୍ଷରେ ବହୁବିଧ ସଂସ୍କାର ଆଣିବା ସହିତ ଉପଯୁକ୍ତ ପଦକ୍ଷେପ ନେବାକୁ ବିଶ୍ୱ ନେତାମାନଙ୍କୁ ଆହ୍ବାନ...

ଏହି କାରଣ ପାଇଁ ପ୍ରଥମ ସ୍ତ୍ରୀଙ୍କୁ ସାଢ଼େ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବେ ସ୍ବାମୀ

ବେଜିଂ,୨୫।୨: ଚାଇନା କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଜଣେ ବ୍ୟକ୍ତି ତାଙ୍କ ପ୍ରଥମ ସ୍ତ୍ରୀଙ୍କୁ ୭୭୦୦ ଡଲାର ଅର୍ଥାତ୍‌ ସାଢ଼େ ୫ ଲକ୍ଷ ଟଙ୍କା...

ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ’

ବେଜିଂ,୧୫ା୧୦: ଭାରତ ସହିତ ଚାଇନାର ସୀମା ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ରାଷ୍ଟ୍ରପତି ଶି...

ରୁଷ ପାଇଁ ଆକାଶ ମାର୍ଗ ବନ୍ଦ କଲେ ୟୁରୋପ, କାନାଡା

ନୂଆଦିଲ୍ଲୀ,୨୭।୨: ରୁଷିଆ ବିମାନ ପାଇଁ ୟୁରୋପିୟ ଦେଶ ଓ କାନାଡା ତାଙ୍କର ଏୟାରସ୍ପେସ୍‌ ବନ୍ଦ କରି ଦେଇଛନ୍ତି। ୟୁକ୍ରେନ ଉପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନଙ୍କ...

ପାଖ ଲୋକ ପୁଟିନ୍‌ଙ୍କୁ ହତ୍ୟା କରିବେ: ଜେଲେନ୍‌ସ୍କି

କିଭ୍‌,୨୮।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ତାଙ୍କ ପାଖ ଲୋକଙ୍କ ଦ୍ୱାରା ହତ୍ୟାର ଶିକାର ହେବେ ବୋଲି ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଦାବି କରିଛନ୍ତି।...

ସୁଦାନ ଗୃହଯୁଦ୍ଧ : ୨୫ ମୃତ…

ଖାର୍ତୁମ,୧୧।୫ : ସୁଦାନରେ ଚାଲିଥିବା ଗୃହଯୁଦ୍ଧ ଶେଷ ହେବାର ନାମ ନେଉନାହିଁ। ସେଠାରେ ଉନ୍ନତି ଆଣିବା ପରିବର୍ତ୍ତେ ଅବସ୍ଥା ଖରାପ ହେବାରେ ଲାଗିଛି। ଏଥି ସହିତ,...

ପାକିସ୍ତାନରେ ଘନେଇବ ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଆତଙ୍କବାଦୀ ସଙ୍ଗଠନ ଏଲ୍‌ଇଟି ଏବଂ ଜେଇଏମ୍‌ ତଥା ସେଗୁଡ଼ିକର ସହଯୋଗୀ ସଂସ୍ଥା ଜେୟୁଡି ଓ ଫଲା-ଇ-ଇନ୍‌ସାନିୟତ୍‌ ଫାଇଣ୍ଡେଶନ୍‌ ଭଳିଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାରେ ବିଫଳ...

Advertisement
Archives

Model This Week