ଇରାନରେ ୬.୧ ତୀବ୍ରତାର ଭୂକମ୍ପ, ୩ ମୃତ

ତେହେରାନ,୨ ।୭: ଇରାନରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ୩୨ରେ ଏକ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିବା ବେଳେ ଭୂକମ୍ପ ପରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଭୂକମ୍ପର ଝଟକା ୟୁଏଇରେ ବି ଅନୁଭୂତ ହୋଇଛି ।
ଇରାନର ଉପକୂଳ ଅଞ୍ଚଳରେ ହୋର୍ମେଜଗନ ଅଞ୍ଚଳରେ ଏମରଜେନ୍ସି ମ୍ୟାନେଜମେଣ୍ଟର ମୁଖ୍ୟ ମହରଦାଦ ହସନଜାହେଦ କହିଛନ୍ତି ଭୂକମ୍ପରେ ଏବେ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି । ଇରାନି ମିଡିଆ ଭୂକମ୍ପର ତୀବ୍ରତା ୬.୧ କହୁଥିବା ବେଳେ ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର କହିଛି ଏହାର ତୀବ୍ରତା ୬.୦ ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି…

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri