Posted inଜାତୀୟ

ଥରିଲା ଲଦାଖ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ଲଦାଖରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ତେବେ ଏପର୍ଯ୍ୟନ୍ତ ରାଜ୍ୟରେ କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ। ଏହାପୂର୍ବରୁ ଅକ୍ଟୋବର ୩୦ରେ ଲେହରେ ଭୂକମ୍ପ ଅନୁଭୂତ ହୋଇଥିଲା। ଲେହର ଅଲଚି ଗ୍ରାମରେ ଏହି ଭୂକମ୍ପ ଘଟିଥିଲା ଏବଂ ଏହାର ତୀବ୍ରତା ମଧ୍ୟ ରିକ୍ଟର ସ୍କେଲରେ ୩.୯ ଥିଲା।
ଲଦାଖର ହେନଲେ ଗ୍ରାମଠାରୁ ୫୧୩ କିଲୋମିଟର ପୂର୍ବରେ ଏହି ଭୂକମ୍ପର କମ୍ପନ ପ୍ରଥମେ ଅନୁଭୂତ ହୋଇଥିଲା। ଭୂକମ୍ପର ଅନୁଭବ କରିବା ପରେ ଗାଁର ଲୋକମାନେ ଘରୁ ବାହାରକୁ ଆସିଥିଲେ। ଲଦାଖରେ ଗତ ଦୁଇ ମାସ ମଧ୍ୟରେ ଏଠାରେ ତୃତୀୟ ଥର ଭୂକମ୍ପ ଘଟିଛି। ୩୦ ଏବଂ ୨୪ ଅକ୍ଟୋବରରେ ମଧ୍ୟ ଲଦାଖରେ ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri