Advertisement
Posted inଜାତୀୟ

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ-କଶ୍ମୀର,୨୧ା୧୨: ଜମ୍ମୁ-କଶ୍ମୀରରେ ସୋମବାର ସକାଳ ୮ଟା ୩୩ରେ ଭୂକମ୍ପର ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନି ହୋଇ ନ ଥିବା ସୂଚନାରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଡିସେମ୍ବର ୩ରେ ଲଦାଖରେ ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭା ନିର୍ବାଚନ: ୪୧୧ ପ୍ରାର୍ଥୀପତ୍ର ନାକଚ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ୪୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବିଭିନ୍ନ କାରଣରୁ ନାକଚ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାର୍ଥୀପତ୍ର କୁଡିକର ଯାଞ୍ଚ୍‌...

ଚାରଧାମ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ୧୦୦ ଅତିକ୍ରମ କଲା, କେଦାରନାଥରେ ସର୍ବାଧିକ

ଡେରାଡୁନ,୩୦ ।୫: ଚାରଧାମ ଯାତ୍ରାରେ ଆସିଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ତେବେ କେଦାରନାଥ ଯାତ୍ରାରେ ଆସିଥିବା ସର୍ବାଧିକ ୫୦ ଜଣ ଶ୍ରଦ୍ଧାଳୁଙ୍କ...

ଜୁହୁ ବିମାନ ବନ୍ଦର ରନ୍‌ଓ୍ବେରେ ଖେଳିଲା ମାଗୁର ମାଛ: ଭିଡ଼ିଓ ଭାଇରାଲ

ମୁମ୍ବାଇ,୨।୭: ପ୍ରବଳ ବର୍ଷା ଯୋଗୁ ମୁମ୍ବାଇର ଅନେକ ଅଞ୍ଚଳରେ ବର୍ଷା ଜଳ ଜମି ରହିଛି। ଜୁହୁ ବିମାନ ବନ୍ଦରରେ ମଧ୍ୟ ଏଭଳି ସ୍ଥିତି ସୃଷ୍ଟି ହୋଇଛି।...

ଶହୀଦ ଭଗତ ସିଂଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୩।୩: ଶହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ବିପ୍ଳବୀ ଭାଗବତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି...

ବୋହୂ ଜୀବିତ: ହତ୍ୟା ଅପରାଧରେ ଜେଲରେ ସ୍ବାମୀ-ଶାଶୁ-ଶ୍ୱଶୁର

ବୁଲନ୍ଦସହର, ୪।୮: ଉତ୍ତରପ୍ରଦେଶ ଅପରାଧୀଙ୍କ ଚରାଭୂଇଁ ପାଲଟିଛି। ରାଜ୍ୟ ପୋଲିସ ଅପରାଧୀଙ୍କୁ ଦଣ୍ଡଦେବା ପରିବର୍ତ୍ତେ ସାଧାରଣ ଲୋକଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗ ହେଉଛି। ଏହାର ସଦ୍ୟତମ...

ଲକ୍‌ଡାଉନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଭୟ: ଜାରି ହେଉଛି ଜନତା କର୍ଫ୍ୟୁ-କରୋନା କର୍ଫ୍ୟୁ…

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲକ୍‌ଡାଉନ୍‌ ଘୋଷଣା କରିବାକୁ ପଛାଉଛନ୍ତି। ତେବେ ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟପ୍ରଦେଶ,...

ଧାର୍ମିକ ସ୍ଥଳ ଖୋଲିବାକୁ ମିଳିଲା ଅନୁମତି, ହଟିଲା ୱିକ ଏଣ୍ଡ କର୍ଫ୍ୟୁ

ବେଙ୍ଗାଲୁରୁ,୪ ।୭: ସମୟକ୍ରମେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ କର୍ନାଟକ ସରକାର ଲଗାଇଥିବା କଟକଣାରେ କିଛିଟା କୋହଳ କହିଛନ୍ତି । ଏବେ ରାଜ୍ୟରେ ଧାର୍ମିକ...

ଜୟପୁର ଗଲେ କଂଗ୍ରେସ ବିଧାୟକ

ଜୟପୁର,୧୨ା୩(ପି.ଟି.): ପୂର୍ବତନ ଏମ୍‌ପି ଜ୍ୟୋତିରାଦିତ୍ୟ ସିନ୍ଧିଆ କଂଗ୍ରେସ ଛାଡ଼ିବା ପରେ ମଧ୍ୟପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଘୋଡ଼ାବେପାର ଏଡାଇବା ପାଇଁ ପାଖାପାଖି ୯୦ କଂଗ୍ରେସ ବିଧାୟକଙ୍କୁ...

Advertisement
Archives

Model This Week