Categories: ଜାତୀୟ

ଜମ୍ମୁ-କଶ୍ମୀରରେ ଭୂକମ୍ପ

ଜମ୍ମୁ-କଶ୍ମୀର,୨୧ା୧୨: ଜମ୍ମୁ-କଶ୍ମୀରରେ ସୋମବାର ସକାଳ ୮ଟା ୩୩ରେ ଭୂକମ୍ପର ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୭ ରେକର୍ଡ କରାଯାଇଛି। ଏଥିରେ କୌଣସି ଧନଜୀବନ ହାନି ହୋଇ ନ ଥିବା ସୂଚନାରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଡିସେମ୍ବର ୩ରେ ଲଦାଖରେ ଭୂକମ୍ପ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୩.୫ ରେକର୍ଡ କରାଯାଇଥିଲା।

Share