ଜାପାନରେ ଭୂକମ୍ପ ଝଟ୍‌କା

ଟୋକିଓ,୧୪।୧୧: ଜାପାନର ତୋବାରେ ଭୂକମ୍ପ ଝଟ୍‌କା ଲାଗିଛି। ଏହାର ତୀବ୍ରତା ରିକଟର ସ୍କେଲରେ ୬.୧ ରହିଛି। ଭୂକମ୍ପର କେନ୍ଦ୍ରସ୍ଥଳ ତୋବାର ଦକ୍ଷିଣ ପୂର୍ବ ୮୪ କିମି ଦୂରରେ ବୋଲି ଜଣାପଡିଛି। ସୋମବାର ଦିନ ୧.୩୮ ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପ କ୍ଷୟକ୍ଷତିର ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ।

Share