ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୬

ଟୋକିଓ,୯।୧: ପୁଣିଥରେ ଜାପାନରେ ଭୂକମ୍ପ ଝଟକା। ମଙ୍ଗଳବାର ଜାପାନର ହୋନସୁର ପଶ୍ଚିମ ଉପକୂଳରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬ ରେକର୍ଡ କରାଯାଇଛି। ତେବେ ଭୂକମ୍ପ ଫଳରେ ଏ ପର୍ଯ୍ୟନ୍ତ କୌଣସିି କ୍ଷୟକ୍ଷତି ଖବର ମିଳିନାହିଁ। ଏହାପୂର୍ବରୁ ରବିବାର ୫ ତୀବ୍ରତାର ଏକ ଭୂକମ୍ପ ହୋଇଥିଲା। ଚଳିତ ବର୍ଷ ଆରମ୍ଭ ଜାପାନ ପାଇଁ ଭଲ ନ ଥିଲା। ଜାନୁଆରୀ ୨ରେ ଦେଶରେ ଏକ ବିପଜ୍ଜନକ ଭୂକମ୍ପ ପରେ ସୁନାମି ଚେତାବନୀ ଦିଆଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?