ଜାପାନରେ ଭୂକମ୍ପ

ଟୋକିଓ,୧୮।୪: ରବିବାର ସକାଳେ ଜାପାନରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ଜଣାପଡ଼ିନାହିଁ କି ସୁନାମି ସମ୍ପର୍କରେ ସୂଚନା ନାହିଁ। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ମିୟାଗି ପ୍ରିଫେକ୍ଟର। ପାଣିପାଗ ବିଭାଗ (ଜେଏମ୍‌ଏ) ଅନୁଯାୟୀ, ସକାଳ ପ୍ରାୟ ୯ଟା ୨୯ରେ ଏହି କମ୍ପନ ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ୫.୮ ଥିଲା।
ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ଜାପାନରେ ଅନେକ ଥର ଭୂକମ୍ପ ଅନୁଭୂତ ହୋଇଛି। ମାର୍ଚ୍ଚ ୨୦ରେ ଜାପାନରେ କମ୍ପନ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନ୍‌ଙ୍କ ପ୍ରଶାସନିକ ଟିମ୍‌ରେ ୯ ମୂଳ ଭାରତୀୟ ସ୍ଥାନ ପାଇବା ନେଇ ଚର୍ଚ୍ଚା !

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୧୧: ଆମେରିକାରେ ଜୋ ବାଇଡେନ୍‌ଙ୍କ ସରକାର ଗଠନ ହେଲେ ୯ ମୂଳ ଭାରତୀୟ ସ୍ଥାନ ପାଇବାର ଆଶା ରହିଛି। ବାଇଡେନ୍‌ଙ୍କ ପ୍ରଶାସନିକ ଟିମ୍‌ରେ ସେମାନଙ୍କୁ ସ୍ଥାନ...

ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ : ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀ କରୋନା ପଜିଟିଭ୍‌

ଓ୍ବାଶିଂଟନ, ୨୩।୧: ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସୁରକ୍ଷା କାର୍ଯ୍ୟରେ ମୁତୟନ ହୋଇଥିବା ୨୦୦ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା...

ଆକ୍ରମଣ ଲାଗି ଚାଇନା ଦେଇଥିଲା ନିର୍ଦ୍ଦେଶ

ଓ୍ବାଶିଂଟନ, ୨୪ା୬: ଗଲଓ୍ବାନ୍‌ ଉପତ୍ୟକାରେ ଭାରତ-ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ପଛର କାରଣ ଏବେ ଜଣାପଡ଼ିଛି। ଚାଇନା ସେନାର ନେତୃତ୍ୱ ନେଉଥିବା ଜଣେ ବରିଷ୍ଠ...

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ।...

ସ୍ପେସ୍‌ରେ ହେବ ପିଜା ପାର୍ଟିି, ରକେଟ ବୋହି ନେଲା ଆବଶ୍ୟକ ସାମଗ୍ରୀ…

ୱାଶିଂଟନ,୧୧।୮: ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନକୁ ପିଜା ନେଇ ଏକ ରକେଟ ଯାତ୍ରା କରିଛି। ଏଥିରେ ୭ ଜଣ ମହାକାଶଚାରୀଙ୍କ ପାଇଁ ଆବଶ୍ୟକ ଖାଦ୍ୟ ସାମଗ୍ରୀ ରହିଛି।...

ମାଡ଼ି ଆସୁଛି ବିପଦ: ପୁରୁଣା ନଦୀବନ୍ଧ ଯୋଜନା ସୃଷ୍ଟି କରିବ ଆତଙ୍କ

ଜେନେଭା, ୨୪।୧: ପୃଥିବୀ ଉପରେ ବଡ଼ ଧରଣର ବିପଦ ମାଡ଼ି ଆସୁଛି। ଦିନେ ଲୋକଙ୍କ ସୁରକ୍ଷା ପାଇଁ ନିର୍ମାଣ କରାଯାଇଥିବା ନଦୀ ବନ୍ଧ ଯୋଜନା ଯୋଗୁ...

ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୧ ମିଟରରୁ ଅଧିକ ହେବ ବୃଦ୍ଧି, ବୁଡ଼ିଯିବ ବହୁ ଉପକୂଳ ଅଞ୍ଚଳ

ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦...

ଚୌକି ତଳେ ଭୂକମ୍ପ

ଇସ୍‌ଲାମାବାଦ,୪ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ଉପବାଚସ୍ପତି କାସିମ ଶାହ ସୁରି ରବିବାର ବିରୋଧୀଙ୍କ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବକୁ ସମ୍ବିଧାନ ଅନୁଚ୍ଛେଦ ୫ର ଉଲ୍ଲଂଘନ କହି...

Advertisement
Archives

Model This Week