ମଣିପୁର-ନେପାଳରେ ଭୂକମ୍ପ…

ଇମ୍ଫାଲ/କାଠମାଣ୍ଡୁ,୨୫।୭ : ସୋମବାର ସକାଳ ପ୍ରାୟ ୫ଟା ୫୨ ସମୟରେ ଭାରତର ମଣିପୁର ଏବଂ ନେପାଳରେ ଭୂକମ୍ପ ଅନୁଭୂତ ହୋଇଛି। ଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୧ ଥିଲା ବୋଲି ଭାରତୀୟ ଜାତୀୟ ଭୂଗବେଷଣା ନ୍ଦ୍ରେ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ନେପାଳର ନାଗରକୋଟର ଉତ୍ତର ଏବଂ ଉତ୍ତରପୂର୍ବର ୨୧ କିଲୋମିଟର ଦୂରରେ ଭୂଗର୍ଭରେ ଭୂକମ୍ପର କେନ୍ଦ୍ର ଥିବା ଆକଳନ କରାଯାଇଛି। ଭୂକମ୍ପ ଯୋଗୁଁ ଧନଜୀବନ ହାନିର କୌଣସି ରିପୋର୍ଟ ମିଳି ନାହିଁ। ସକାଳୁ ସକାଳୁ ଭୂକମ୍ପ ହେବାରୁ ଲୋକ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଲୋକଙ୍କ ମଧ୍ୟରେ ଆତଙ୍କ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥ ଯାତ୍ରା ଉପରେ ନଜର ରଖିବ ଡ୍ରୋନ୍‌, ୧୨ ହଜାର ଯବାନଙ୍କୁ ସୁରକ୍ଷା ଦାୟିତ୍ୱ

ଡେରାଡୁନ,୧୪ ।୫: ପ୍ରାୟ ୨ ବର୍ଷ ପରେ ଆରମ୍ଭ ହେବାକୁ ଯାଉଥିବା ଅମରନାଥ ଯାତ୍ରାର ସୁରକ୍ଷା ସମ୍ପର୍କିତ ପ୍ରସ୍ତୁତିକୁ ନେଇ କେନ୍ଦ୍ର ଗୃହ ସଚିବ ଅଜୟ...

ଫିଲ୍ମ ‘୮୩’ କୁ ଟ୍ୟାକ୍ସ୍‌ ଫ୍ରି’ ଘୋଷଣା କଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୨।୧୨: କବୀର ଖାନଙ୍କ ନିର୍ଦ୍ଦେଶିତ ଫିଲ୍ମ ‘୮୩’ ଡିସେମ୍ବର ୨୪ରେ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ଦେଖିବା ପାଇଁ ଅନେକ ଦର୍ଶକ ଅପେକ୍ଷା କରିଛନ୍ତି। ଏହି...

ସୋନୋଓ୍ବାଲ, ମୁରୁଗାନ୍‌ ହେଲେ ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୧୮।୯: ଆସାମ ଓ ମଧ୍ୟପ୍ରଦେଶରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ଲାଗି ଭାଜପା ଶନିବାର କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ଏବଂ ଏଲ୍‌. ମୁରୁଗାନଙ୍କୁ ପ୍ରାର୍ଥୀ...

ମଣିପୁରରେ ଆଉ ଏକ ବିସ୍ଫୋରଣ

ଇମ୍ଫାଲ,୭ା୫: ମଣିପୁରର ଇମ୍ଫାଲ ଇଷ୍ଟ ଜିଲାରେ ଶୁକ୍ରବାର ସକାଳେ ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ରିମୋଟ କଣ୍ଟ୍ରୋଲ ଦ୍ୱାରା ହୋଇଥିବା ଏହି ବିସ୍ଫୋରଣରେ ୪ଟି କାର୍‌...

ଭାରତ-ଚାଇନା ଆମେରିକା ୟୁରୋପୀୟ ଦେଶଠାରୁ ଆଗୁଆ: ରୁଷିଆ…

ମସ୍କୋ/ନୂଆଦିଲ୍ଲୀ,୨୮।୧ : ରୁଷିଆ ପୁଣିଥରେ ଭାରତ ଏବଂ ଚାଇନାକୁ ପ୍ରଶଂସା କରିଛି। ଏହାକୁ ନେଇ ଆମେରିକା ଏବଂ ୟୁରୋପୀୟ ଦେଶଗୁଡିକର ଚିନ୍ତା ବଢ଼ିବାରେ ଲାଗିଛି। ରୁଷିଆର...

ଯେଉଁ ବ୍ୟକ୍ତିଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ଯାଇଥିଲା, ସେ ଚା’ ପିଉଥିବା ନଜର ଆସିଥିଲେ !

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ଦେବରିୟାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତିଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ପରେ କୋଟଓ୍ବାଲି ପୋଲିସ ମୃତଦେହ...

ଆମେରିକାରେ ପୁଣି ଗୁଳିକାଣ୍ଡ, ସମାରୋହରେ ଗୁଳି ଚାଳନାରେ ବହୁ ଆହତ…

ଓ୍ବାଶିଂଟନ,୨୨।୧ : ଆମେରିକାରେ ପୁଣି ଗୁଳିକାଣ୍ଡ ଘଟିଛି। କାଲିଫର୍ନିଆରେ ଏକ କାର୍ଯ୍ୟରେ ଜଣେ ଅଜଣା ବ୍ୟକ୍ତି ଗୁଳି ଚଳାଇଛନ୍ତି। କୁହାଯାଉଛି ଯେ ଚାଇନାର ନୂଆ ବର୍ଷକୁ...

ଫଡନବିସଙ୍କ ପାଇଁ ସମସ୍ୟା ଆଣିପାରେ ସଂଖ୍ୟା ଗରିଷ୍ଠତା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନୂଆ ମୋଡ ନେଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଡନବିସ ସରକାରଙ୍କ ଉପରେ। ରାତାରାତି ମେଣ୍ଟ ଓ ପରେ ଦେବେନ୍ଦ୍ର ଫଡନବିସ...

Advertisement
Archives

Model This Week