Posted inଜାତୀୟ

ଭୂକମ୍ପରେ ଥରିଲା ମଣିପୁର

ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ନ୍ୟାସନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି ପକ୍ଷରୁ ଏହି ସୂଚନା ଦିଆଯାଇଛି। ଭୂକମ୍ପ ସମୟରେ କମ୍ପନ ଯୋଗୁ ଘରେ ଥିବା ଅନେକ ଜିନିଷ ଥରିବାକୁ ଲାଗିଥିଲା। ଫଳରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ବର୍ତ୍ତମାନ ସୁଦ୍ଧା କୌଣସି ଅଘଟଣ କିମ୍ବା ହତାହତ ନେଇ ସୂଚନା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀରରେ କଂଗ୍ରେସରୁ ଇସ୍ତଫା ଦେଲେ ଆଉ ୨୦ ନେତା, ରବିବାର ଆଜାଦ କରିବେ ଜନସଭା

ଜମ୍ମୁ,୩ ।୯: କଂଗ୍ରେସରୁ ଇସ୍ତଫା ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ପ୍ରଦେଶ କଂଗ୍ରେସ କମିଟିର ନେତା ଓ କର୍ମୀଙ୍କ ଦଳ ଛାଡିବା...

କୁଲଗାମ୍‌ରେ ଏନ୍‌କାଉଣ୍ଟର…

ଶ୍ରୀନଗର,୨୦।୧୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା ମିଳିଛି। କୁଲଗାମରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ନିହତ...

୫୦୦ ଟଙ୍କାରେ ବିବାହ କଲେ ସିଟି ମାଜିଷ୍ଟ୍ରେଟ

ଧର୍‌,୧୫।୭: ସାଧାରଣତଃ ସରକାରୀ କର୍ମଚାରୀମାନେ ଧୁମ୍‌ଧାମ୍‌ରେ ବିବାହ କରନ୍ତି। କିନ୍ତୁ ମଧ୍ୟ ପ୍ରଦେଶର ଧର ଜିଲାର ସିଟି ମାଜିଷ୍ଟ୍ରେଟ ଶିବାଙ୍ଗୀ ଯୋଶୀଙ୍କ ବିବାହ କଥା ଶୁଣିଲେ...

ବମ୍ବେ ଡାଇଙ୍ଗ୍‌ ବିଜ୍ଞାପନରୁ ମାନେକା ଗାନ୍ଧୀଙ୍କୁ ଭଲ ପାଇ ବସିଥିଲେ ସଞ୍ଜୟ ଗାନ୍ଧୀ

ନୂଆଦିଲ୍ଲୀ,୧୪।୧୨: ସଞ୍ଜୟ ଗାନ୍ଧୀଙ୍କ ୭୪ତମ ଜୟନ୍ତୀ ସୋମବାର ପାଳିତ ହେଉଛି। ଏନେଇ ମାନେକା ଗାନ୍ଧୀ ଏବଂ ବରୁଣ ଗାନ୍ଧୀଙ୍କ ସମେତ ବହୁ ରାଜନେତା ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି...

ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ତ୍ରୁଟି ଘଟଣା: ମାମଲା ରୁଜୁ

ନୂଆଦିଲ୍ଲୀ,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ପଞ୍ଜାବର ମୁଖ୍ୟ ସଚିବ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଏକ ରିପୋର୍ଟ ଦାଖଲ କରିଛନ୍ତି। ଏହି ମାମଲାରେ...

ପୋଲିସର ଗୁଣ୍ଡାରାଜ: ମହିଳାଙ୍କୁ ବେଲ୍‌ଟରେ ନିସ୍ତୁକ ପିଟିଲେ

ଫରିଦାବାଦ,୨୮।୫: ହରିୟାଣା ଫରିଦାବାଦରୁ ଅମାନବିକତା ଓ ନିଷ୍ଠୁରତା ଶେଷ ସୀମାର ଏକ ଚିତ୍ର ସାମ୍‌ନାକୁ ଆସିଛି। ଜଣେ ପୋଲିସ କନେଷ୍ଟବଳ ମହିଳାଙ୍କୁ ବେଲ୍‌ଟରେ ମାଡ଼ମାରୁଥିବା ଦେଖିବାକୁ...

ନଭେମ୍ବର ୯ରେ ସରିବ ମହାରାଷ୍ଟ୍ର ବିଧାନସଭା କାର୍ଯ୍ୟକାଳ: ୬ ଦିନ ମଧ୍ୟରେ ସରକାର ଗଠନ ନ ହେଲେ ହେବ ରାଷ୍ଟ୍ରପତି ଶାସନ ଜାରି !

ମୁମ୍ବାଇ,୩।୧୧: ମହାରାଷ୍ଟ୍ର ରାଜନୀତିରେ ଘଡ଼ିକରେ ଘୋଡ଼ା ଛୁଟୁଛି। ସରକାର ଗଠନ ପାଇଁ ଶିବସେନା-ଭାଜପା ମଧ୍ୟରେ ଭିଡ଼ା ଓଟରା ଜାରି ରହିଛି। ତେବେ ଆଉ ୬ ଦିନ...

ଅନୀଲ ଅମ୍ବାନୀଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୯।୯: ରୁଣରେ ବୁଡିଥିବା ପ୍ରଖ୍ୟାତ ବ୍ୟବସାୟ ଅନିଲ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇନଫ୍ରାଷ୍ଟ୍ରକଚରକୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀ ମେଟ୍ରୋ (ଡିଏମଆରସି) ବିରୋଧରେ ହୋଇଥିବା ମାମଲାରେ ଏକ...

Advertisement
Archives

Model This Week