ଥରିଲା ମ୍ୟାନ୍‌ମାର, ରିକ୍ଟର ସ୍କେଲ୍‌ରେ ତୀବ୍ରତା ଥିଲା…

ମ୍ୟାନ୍‌ମାର,୨୯ା୫: ବୁଧବାର ମ୍ୟାନ୍‌ମାରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ମ୍ୟାନ୍‌ମାରରେ ଏହି ଭୂକମ୍ପ ଘଟିଛି। ଏନେଇ କୌଣସି କ୍ଷୟକ୍ଷତିର ଖବର ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri