ଥରିଲା ମ୍ୟାନ୍‌ମାର, ରିକ୍ଟର ସ୍କେଲ୍‌ରେ ତୀବ୍ରତା ଥିଲା…

ମ୍ୟାନ୍‌ମାର,୨୯ା୫: ବୁଧବାର ମ୍ୟାନ୍‌ମାରରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରକାଶ ଯେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୫.୬ ମାପ କରାଯାଇଛି। ଜାତୀୟ ଭୂକମ୍ପ କେନ୍ଦ୍ର ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ମ୍ୟାନ୍‌ମାରରେ ଏହି ଭୂକମ୍ପ ଘଟିଛି। ଏନେଇ କୌଣସି କ୍ଷୟକ୍ଷତିର ଖବର ବର୍ତ୍ତମାନ ସୁଦ୍ଧା ହସ୍ତଗତ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ...

ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

‘ମୋ ଚିନ୍ତା କର ନାହିଁ, ଭାରତ ପାଇଁ ଭଲ ଖେଳ..’, କାହିଁକି ଏମିତି ମେସେଜ ଲେଖିଲେ କ୍ରିକେଟର ଆକାଶ ଦୀପଙ୍କ ଭଉଣୀ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୭।୭: ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପଙ୍କ ଭଉଣୀ ଅଖଣ୍ଡ ଜ୍ୟୋତି ସିଂହ ଏଜବାଷ୍ଟନରେ ତାଙ୍କ ଭାଇଙ୍କ ପ୍ରଦର୍ଶନ ଦେଖି ଭାବପ୍ରବଣ ହୋଇଯାଇଛନ୍ତି। ଏଜବାଷ୍ଟନରେ...

ଡିସ୍‌ଚାର୍ଜ ହେଲେ ନବୀନ ପଟ୍ଟନାୟକ, ଜାଣନ୍ତୁ କେବେ ଫେରିବେ ଓଡ଼ିଶା

ମୁମ୍ବାଇ,୭।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ମୁମ୍ବାଇର କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି। ସର୍ଭାଇକାଲ୍‌ ଆର୍ଥ୍ରରାଇଟ୍‌ସ...

ଚାଇନାକୁ ଲାଗିଲା ଆଉ ଏକ ଝଟକା, ଦଲାଇ ଲାମାଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, ଚାଇନା କହିଲା…

ନୂଆଦିଲ୍ଲୀ/ବେଜିଂ,୭।୭: ଚାଇନାକୁ ପୁଣିଥରେ ବଡ଼ ଝଟକା ଲାଗିଛି। ସୋମବାର ଚାଇନା କହିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତିବ୍ଦତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ତାଙ୍କ ୯୦ତମ...

ଏତିକି ଟଙ୍କାରେ ବିକ୍ରି ହେଲେ କୋହଲିଙ୍କ ଭଣଜା: DPL 2025ରେ ଦେଖାଇବେ ଜଲଓ୍ବା

ନୂଆଦିଲ୍ଳୀ,୭।୭: ଦିଲ୍ଲୀ ପ୍ରିମିୟର ଲିଗ ୨୦୨୫ ଅଗଷ୍ଟ ପ୍ରଥମ ସପ୍ତାହରେ ଆରମ୍ଭ ହେବ। ଏହାର ପ୍ରାୟ ଗୋଟିଏ ମାସ ପୂର୍ବରୁ ନିଲାମ ହୋଇଥିଲା। ଯେଉଁଥିରେ ଈଶାନ୍ତ...

ଐତିହାସିକ ବିଜୟ ପରେ ପ୍ରିୟ ସାମ୍ବାଦିକଙ୍କୁ ଖୋଜିଲେ ଶୁମବନ ଗିଲ୍‌: ଜାଣନ୍ତୁ କାହିଁକି

ବର୍ମିଂହାମ,୭।୭: ଏଜବାଷ୍ଟନରେ ଟିମ ଇଣ୍ଡିଆ ଇତିହାସ ସୃଷ୍ଟି କରିଛି। ଶୁବମନ ଗିଲ କେବଳ ପ୍ରଥମ ଭାରତୀୟ ନୁହଁନ୍ତି ବରଂ ପ୍ରଥମ ଏସୀୟ ଅଧିନାୟକ ଯିଏ ଏଜବାଷ୍ଟନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri