ନବରଙ୍ଗପୁର, କଳାହାଣ୍ଡିରେ ଭୂକମ୍ପ

ନବରଙ୍ଗପୁର,୩ା୩(ଡି.ଏନ୍‌.ଏ.): ନବରଙ୍ଗପୁର ଏବଂ କଳାହାଣ୍ଡିରେ ଗୁରୁବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ କରାଯାଇଛି । ୬ ରୁ ୭ ସେକେଣ୍ଡ ଯାଏ ଏହା ଅନୁଭୂତ ହୋଇଥିଲା।

ନବରଙ୍ଗପୁର ଜିଲାର ଉମରକୋଟ, ଚନ୍ଦାହାଣ୍ଡି, ଝରିଗାଁ ଅଞ୍ଚଳରେ ମୃଦୁ ଭୂମିକମ୍ପର ପ୍ରଭାବ ଦେଖିବାକୁ ମିଳିଛି । ଲୋକେ ଭୟଭୀତ ହୋଇ ରହିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଏଯାଏ ଭୂକମ୍ପର କେନ୍ଦ୍ରସ୍ଥଳୀ ସମ୍ପର୍କରେ କିଛି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ମାଗଣା ବିଜୁଳି ଯୋଜନାରେ ଲାଭବାନ ହେବେ ହିତାଧିକାରୀ, ଉଦ୍‌ଘାଟନ କରି…

କେସିଙ୍ଗା,୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ରେଲଓ୍ବେ ଗେଟ୍‌ ନିକଟରେ କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାର ବୁଧବାର ଉଦ୍‌ଘାଟନ ହୋଇଯାଇଛି। ସମଗ୍ର…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?