Posted inଜାତୀୟ

ପୁଣି ଆସାମରେ ଭୂକମ୍ପ ଝଟ୍‌କା

ଗୁଆହାଟି,୧୦।୫: ଆସାମରେ ପୁଣି ଥରେ ଭୂକମ୍ପ ଝଟ୍‌କା ଲାଗିଛି। ଏଥର ନାଗାଓଁରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୦ ରେକର୍ଡ କରାଯାଇଥିଲା। ଭୂକମ୍ପ ସମ୍ବନ୍ଧୀୟ ସୂଚନା ପାଇବା ମାତ୍ରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଫଳରେ ସେମାନେ ନିଜ ଘରୁ ବାହାରକୁ ପଳାଇଆସିଥିଲେ। ସୂଚନାଯୋଗ୍ୟ, ଗତ ଏକ ସପ୍ତାହ ମଧ୍ୟରେ ଆସାମରେ ଲାଗାତାର ଭୂକମ୍ପ ଅନୁଭୂତ ହୋଇଛି। କିଛି ଦିନ ପୂର୍ବରୁ, ମାତ୍ର ୨୪ ଘଣ୍ଟା ମଧ୍ୟରେ ୧୦ରୁ ଅଧିକ ଥର ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ସ୍ତ୍ରୀଙ୍କ କଥା ଛାଡି ପ୍ରଥମେ ମାୟାବତୀ ନିଜେ ବିବାହ କରନ୍ତୁ’

ନୂଆଦିଲ୍ଲୀ, ୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବାହକୁ ନେଇ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଦେଇଥିବା ମନ୍ତବ୍ୟ ଉପରେ ବର୍ଷିଛନ୍ତି କେନ୍ଦ୍ର ମନ୍ତ୍ରୀ ରାମଦାସ...

ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର...

ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର

ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍‌...

କୋଭିଡ ପରବର୍ତ୍ତୀ ଜଟିଳତା ବଢାଉଛି ଚିନ୍ତା

ଥିରୁଭାନନ୍ତପୁରମ୍‌,୨୯।୮: ଦେଶରେ କରୋନା ସଂଖ୍ୟା ପୁଣି ୪୫ ହଜାରରୁ ଅଧିକ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂଖ୍ୟା ବୃଦ୍ଧି ଯୋଗୁ...

ଡ୍ରାଗନର ଲାଲ୍‌ଆଖି: ରୁତୋଗ୍‌ରେ ଠୁଳ କରୁଛି ଯୁଦ୍ଧ ସରଞ୍ଜାମ…

ବେଜିଂ/ଲେହ,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ଚାଇନା ଗତବର୍ଷ ଭଳି ଚଳିତ ବର୍ଷ ଭାରତକୂ ଘେରିବା ଆରମ୍ଭ କରିଛି।...

ଡିସେମ୍ବର ୨୨ରେ ଆଫ୍‌ତାବଙ୍କ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୭।୧୨: ବହୁ ଚର୍ଚ୍ଚିତ ଶ୍ରଦ୍ଧା ହତ୍ୟା ମାମଲାରେ ଅଭିଯୁକ୍ତ ଆଫ୍‌ତାବ ଅମିନ ପୁନାୱାଲାଙ୍କ ଜାମିନ ଆବେଦନ ଉପରେ ସାକେତ କୋର୍ଟ ଶନିବାର ଶୁଣାଣି କରିଛନ୍ତି। ଏହି...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ...

ଦେବୀଙ୍କ ଦର୍ଶନ କରିବାକୁ ଦେଲେ ନାହିଁ: ମୋଦି

ଚଣ୍ଡିଗଡ଼,୧୪।୨: ପଞ୍ଜାବ ରାଜନୀତି ଏବେ ସରଗରମ ରହିଛି। ନିର୍ବାଚନୀ ଯୁଦ୍ଧ ପାଇଁ ସମସ୍ତ ଦଳ ନିଜ ନିଜର ବଳ ଲଗାଇ ଦେଇଛନ୍ତି। ଶିଖ୍‌ ସଂଖ୍ୟାଲଘୁ ରାଜ୍ୟରେ...

Advertisement
Archives

Model This Week