ଥରିଲା ପାକିସ୍ତାନ

ଇସଲାମାବାଦ,୭ା୭: ଶୁକ୍ରବାର ସକାଳେ ପାକିସ୍ତାନ ଏବଂ ଇଣ୍ଡୋନେସିଆରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ତେବେ ଉଭୟ ଦେଶରେ ଭୂକମ୍ପର ତୀବ୍ରତା ଭିନ୍ନ ମାପ କରାଯାଇଛି। ପାକିସ୍ତାନରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୪.୩ ଥିବା ବେଳେ ଇଣ୍ଡୋନେସିଆରେ ୫.୬ ଥିଲା।

ନ୍ୟାଶନାଲ ସେଣ୍ଟର ଫର୍‌ ସେସମୋଲୋଜି (ଏନ୍‌ସିଏସ୍‌)ର ରିପୋର୍ଟ ଅନୁଯାୟୀ ଶୁକ୍ରବାର ପାକିସ୍ତାନରେ ୪.୩ ତୀବ୍ରତା ଏକ ଭୂକମ୍ପ ଘଟିଛି। ଯାହାର ଗଭୀରତା ୧୭୦ କିଲୋମିଟର ବୋଲି କୁହାଯାଉଛି। ଆଜି ସକାଳ ୫.୧୧ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଭୂକମ୍ପ ୩୧.୨୨ ଅକ୍ଷାଂଶ ଏବଂ ଦ୍ରାଘିମା ୭୦.୨୧ରେ ଅବସ୍ଥିତ। ତେବେ ଏପର୍ଯ୍ୟନ୍ତ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା

ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ…

ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ

ଲକ୍ଷ୍ମୀପୁର,୭।୬(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଶନିବାର ସନ୍ଧ୍ୟାରେ କୌଣସି ଏକ ଘଟଣାକୁ ନେଇ ବଡ଼ ଶଙ୍ଖା ଗ୍ରାମରେ ଜଣେ ଆଦିବାସୀ ଯୁବକକୁ ଲକ୍ଷ୍ମୀପୁରର…

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri