ପୁଣି ଥରି ଉଠିଲା ପାକିସ୍ତାନ

ଇସ୍‌ଲାମାବାଦ,୧୨।୫: ସୋମବାର ଅପରାହ୍ନରେ ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ କେନ୍ଦ୍ରର ସୂଚନା ମୁତାବକ ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୬ ରହିଥିଲା। ଭୂକମ୍ପରେ କୌଣସି ଧନ ଜୀବନ କ୍ଷୟକ୍ଷତି ହୋଇଥିବା ଖବର ଆସିପାରି ନାହିଁ।
ଭୂକମ୍ପ ଝଟକା ଅନୁଭୂତ ହେବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଥିଲା। ଲୋକେ ଘରୁ ବାହାରକୁ ଦୌଡି ପଳାଇ ଆସିଥିଲେ।

ପୂର୍ବରୁ ଗତ ମେ’ ୫ ତାରିଖରେ ପାକିସ୍ତାନରେ ଭୂମିକମ୍ପ ହୋଇଥିଲା । ଏହାର ତୀବ୍ରତା ୪.୨ ରହିଥିଲା। ଏଥିରେ ମଧ୍ୟ କୌଣସି କ୍ଷୟକ୍ଷତି ହୋଇ ନ ଥିଲା। ପାକିସ୍ତାନ ସମେତ ଆଫଗାନିସ୍ତାନର କିଛି ସ୍ଥାନରେ ଏହି ଝଟକା ଅନୁଭୂତ ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

ଚାଇନା ଯୁବତୀଙ୍କ ପ୍ରେମରେ ପଡିଲେ ଝାଡ଼ଖଣ୍ଡ ଯୁବକ, ଦେଶୀ ଷ୍ଟାଇଲରେ କଲେ ବିବାହ

ସାହିବଗଞ୍ଜ,୮।୧୨: ଏହି କାହାଣୀଟି କୌଣସି ବଲିଉଡ ଫିଲ୍ମଠାରୁ କମ ନୁହେଁ। ସେମାନେ ପ୍ରଥମେ ଚାଇନାରେ ଭେଟ ହୋଇଥିଲେ, ତା’ପରେ ଲଣ୍ଡନରେ ପାଠପଢ଼ା ସମୟରେ ବନ୍ଧୁତା ଗଢ଼ି...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri