ପାକିସ୍ତାନରେ ଭୂକମ୍ପ ଝଟକା

ଇସଲାମାବାଦ,୨୭।୯: ପାକିସ୍ତାନରେ ମଙ୍ଗଳବାର ୬ଟା ୩୫ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଥିବା ବେଳେ ଏହାର ଅକ୍ଷାଂଶ ୩୨.୯୭ ଏବଂ ଦ୍ରାଘିମା ୭୩.୬୧ ରହିଛି। ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଭୂକମ୍ପ ଫଳାରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜ୍‌ଯାତ୍ରା ଉପରେ ସଙ୍କଟ

ନୂଆଦିଲ୍ଲୀ/ମକ୍କା, ୬।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ବଜାୟ ରଖିବା ଲାଗି ବହୁ ଦେଶରେ ଧାର୍ମିକସ୍ଥଳକୁ ବନ୍ଦ କରି ଦିଆଯାଇଛି। ଏପରିସ୍ଥଳେ ଚଳିତ...

୪୫ ମିନିଟ୍‌ରେ ହେବ କରୋନା ଚିହ୍ନଟ: ଆମେରିକା ଦେଲା ଅନୁମତି

ଓ୍ବାଶିଂଟନ,୨୨।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ଆମେରିକା ଅନୁମତି ଦେଇଛି। ମାତ୍ର ୪୫ ମିନିଟ୍‌...

କରୋନା ଆକ୍ରାନ୍ତଙ୍କ ଆଶା ଟିଇଜି

କଲରାଡୋ: ଥ୍ରୋମ୍ବୋଇଲାଷ୍ଟୋଗ୍ରାଫି (ଟିଇଜି) ପରୀକ୍ଷା ଗୁରୁତର କରୋନା ଆକ୍ରାନ୍ତ ରୋଗୀଙ୍କୁ ସୁରକ୍ଷା ଦେବ। ଏହା ହୃଦ୍‌ଘାତ ଏବଂ କିଡ୍‌ନୀ ଫେଲ୍‌ ଭଳି ଜଟିଳ ବ୍ୟାଧି ଆଶଙ୍କାକୁ...

ସ୍ଥିତି ଅଣାୟତ୍ତ

ନ୍ୟୁୟର୍କ/ଲଣ୍ଡନ,୨ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୪୪, ୨୨୭ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ...

ଦିନକୁ ୧୧ ମିନିଟ୍‌ ଚାଲିଲେ ଅକାଳ ମୃତ୍ୟୁ ଭୟ କମିବ

ଲଣ୍ଡନ୍‌, ୨।୩: ବୟସ ହେବା ପୂର୍ବରୁ ଘଟୁଥିବା ମୃତ୍ୟୁକୁ ଅକାଳ ବିୟୋଗ କୁହାଯାଏ। ବର୍ତ୍ତମାନ ସମୟରେ ଯୁବକ ତଥା ଯୁବତୀଙ୍କ ଅକାଳମୃତ୍ୟୁକୁ ନେଇ ଅନେକ ଖବର...

ପୁଟିନଙ୍କ ହେବ କ୍ୟାନସର ଅପରେଶନ

କ୍ୱିଭ୍‌,୧ା୫: ରୁଷିଆ ରାଷ୍ଟ୍ରପତି ଭାଦିମିର ପୁଟିନ କ୍ୟାନସର ଅପରେଶନ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ୟୁକ୍ରେନ ସହ ଯୁଦ୍ଧ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଖବର ମୁତାବକ,...

ତୁର୍କୀ ଆକାଶରେ ବିଚିତ୍ର ବାଦଲ

ଅଙ୍କାରା,୨୮।୧: ତୁର୍କୀ ଏବଂ ବୁର୍ସା ଆକାଶରେ ଏକ ବିରଳ ବାଦଲ ସୃଷ୍ଟି ହୋଇଛି, ଯାହା ଅଜଣା ଉଡ଼ନ୍ତା ବସ୍ତୁ (ୟୁଏଫ୍‌ଓ) ସଦୃଶ ଦେଖାଯାଉଛି। ଗୁରୁବାର ସକାଳେ...

ଶପଥ ନେବ ତାଲିବାନ୍‌ ସରକାର

କାବୁଲ, ୧୧ା୯: ଆମେରିକାରେ ୯/୧୧ ଆକ୍ରମଣର ୨୦ ବର୍ଷପୂର୍ତ୍ତି ଅବସରରେ ଆଫଗାନିସ୍ତାନରେ ନୂଆ ସରକାର ଗଢ଼ିଥିବା ତାଲିବାନ୍‌ ଶନିବାର ଶପଥ ସମାରୋହ ଆୟୋଜନ କରିପାରେ। ଏପରି...

Advertisement
Archives

Model This Week