ପାକିସ୍ତାନରେ ଭୂକମ୍ପ ଝଟକା

ଇସଲାମାବାଦ,୨୭।୯: ପାକିସ୍ତାନରେ ମଙ୍ଗଳବାର ୬ଟା ୩୫ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ ହୋଇଥିବା ବେଳେ ଏହାର ଅକ୍ଷାଂଶ ୩୨.୯୭ ଏବଂ ଦ୍ରାଘିମା ୭୩.୬୧ ରହିଛି। ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଭୂକମ୍ପ ଫଳାରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି।

Share