Advertisement
Posted inଜାତୀୟ

ପାଟନାରେ ଭୂକମ୍ପ ଝଟ୍‌କା, ଘରୁ ବାହାରକୁ ଚାଲି ଆସିଲେ ଲୋକେ

ପାଟନା,୧୯।୧୦: ବିହାରର ରାଜଧାନୀ ପାଟନା ସମେତ କେତେକ ସହରରେ ବୁଧବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ଥିବା ବେଳେ ଗଭୀରତା ୧୦ କିମି ବୋଲି ଜଣାଯାଇଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିବା ବେଳେ ସେମାନେ ଘରୁ ବାହାରି ଆସିଥିଲେ।

ନେପାଳର କାଠମାଣ୍ଡୁଠାରୁ ୬୬ କିମି ପୂର୍ବରେ ଏହାର କେନ୍ଦ୍ର ଥିବା ଜଣାପଡ଼ିଛି। ଏଥିନେଇ ବିହାର ବ୍ୟତିତ ନେପାଳର ଆଖପାଖ ଅଞ୍ଚଳରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ୩୪.୭୪% ଭୋଟିଂ: ୧୦୦ ବର୍ଷୀୟ ହୀରାବେନ ମଧ୍ୟ କଲେ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜରାଟ ବିଧାୟନସଭା ନିର୍ବାଚନ ପାଇଁ ସୋମବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି।୧୪ଟି ଜିଲାରେ ୯୩ ବିଧାନସଭା ଆସନରେ ସକାଳ ୮ଟାରୁ ଭୋଟିଂ ଜାରି...

ଦିଲ୍ଲୀ ପରେ ଏବେ ପାଟନା ଏମ୍ସରେ ପ୍ଲାଜମା ଥେରାପିରେ ହେବ କରୋନା ରୋଗୀଙ୍କ ଚିକିତ୍ସା

ପାଟନା,୨୫।୪: ଦିଲ୍ଲୀ ପରେ ଏବେ ବିହାର ସରକାର ପାଟନାରେ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ ପ୍ଲାଜମା ଥେରାପି ମାଧ୍ୟମରେ କରୋନା ସଂକ୍ରମିତ...

ମଣିପୁରରେ ଆଉ ଏକ ବିସ୍ଫୋରଣ

ଇମ୍ଫାଲ,୭ା୫: ମଣିପୁରର ଇମ୍ଫାଲ ଇଷ୍ଟ ଜିଲାରେ ଶୁକ୍ରବାର ସକାଳେ ଏକ ଶକ୍ତିଶାଳୀ ବିସ୍ଫୋରଣ ହୋଇଛି। ରିମୋଟ କଣ୍ଟ୍ରୋଲ ଦ୍ୱାରା ହୋଇଥିବା ଏହି ବିସ୍ଫୋରଣରେ ୪ଟି କାର୍‌...

ଚାଷୀଙ୍କ ମହାପଞ୍ଚାୟତ, ଦିଲ୍ଲୀ ଜାମ, ଟିକରି ସୀମାରୁ ଜନ୍ତର ମନ୍ତର ପର୍ଯ୍ୟନ୍ତ କଡ଼ା ସୁରକ୍ଷା…

ନୂଆଦିଲ୍ଲୀ, ୨୨।୮ : ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ସୋମବାର ଜନ୍ତର ମନ୍ତରଠାରେ ଚାଷୀଙ୍କ ମହାପଞ୍ଚାୟତ ଆୟୋଜନ କରିବାକୁ ଘୋଷଣା କରାଯାଇଛି। ମହାପଞ୍ଚାୟତକୁ ଦୃଷ୍ଟିରେ ରଖି...

ରାମ ମନ୍ଦିର ନିର୍ମାଣ ପାଇଁ ପାଟନା ମହାବୀର ମନ୍ଦିର ପକ୍ଷରୁ ୧୦ କୋଟି ଟଙ୍କା ଦାନ

ପାଟନା,୯।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣକୁ ନେଇ ଦାନ ପ୍ରକ୍ରିୟା ଆରମ୍ଭ ହୋଇଗଲାଣି। ଟ୍ରଷ୍ଟ ଗଠନ କରାଯିବା ପରେ ଦାନ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି।...

ମଙ୍ଗଳୟାନର ମିଶନ ଶେଷ

ବେଙ୍ଗାଲୁରୁ, ୩ା୧୦: ଭାରତର ପ୍ରଥମ ମଙ୍ଗଳମିଶନରେ ସାମିଲ ମହାକାଶଯାନ ‘ମଙ୍ଗଳୟାନ’ ଲୋହିତ ଗ୍ରହରେ ଏହାର ମିଶନ ଶେଷ କରିଛି। ମାତ୍ର ୨୦୧୩ରେ ମଙ୍ଗଳୟାନକୁ ଲାଲ ଗ୍ରହର...

ବଜେଟ୍‌ ପୂର୍ବରୁ ମନମୋହନଙ୍କୁ ଭେଟିଲେ ସୀଥାରମଣ

ନୂଆଦିଲ୍ଲୀ,୨୭।୬: ଅର୍ଥମନ୍ତ୍ରୀ ନିର୍ମଳା ସୀଥାରମଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ତାଙ୍କ ବାସ ଭବନରେ ଗୁରୁବାର ସାକ୍ଷାତ୍‌ କରିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ବୋଲି...

ପ୍ରଣବ ମୁଖାର୍ଜୀ ଗୁରୁତର

ନୂଆଦିଲ୍ଲୀ, ୧୨ା୮: ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ି ଥିବା ଜଣାପଡ଼ିଛି। ସେ ଏବେ ମିଲିଟାରି ହସ୍ପିଟାଲରେ...

Advertisement
Archives

Model This Week