ଟାଙ୍ଗୀ, ଚିଲିକା ଅଞ୍ଚଳରେ ଭୂମିକମ୍ପ, ଘରେ ସୃଷ୍ଟି ହେଲା ଫାଟ

ନିରାକାରପୁର, ୧୯।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଓ ଚିଲିକା ଅଞ୍ଚଳରେ ଭୂମିକମ୍ପ ଝଟକା। ଗୁରୁବାର ଅପରାହ୍ନ ୪.୫୧ରେ ୧ରୁ ଦୁଇ ସେକେଣ୍ଡ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କିଛ ଘରେ ଫାଟ ସୃଷ୍ଟି ହେବା ସହିତ ଜିନିଷ ପତ୍ର ଚାରିଆଡେ ବିଛାଡି ହୋଇ ପଡିଯାଇଥିଲା। ଏହା ଦେଖି ଲେକେ ଭୟଭିତ ହୋଇଯାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ...

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ...

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ...

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ...

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା...

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ):  କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ...

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ...

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri