ଫିଲିପାଇନ୍ସରେ ଭୂକମ୍ପ

ମାନିଲା,୧୫ା୬: ଗୁରୁବାର ଫିଲିପାଇନ୍ସରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ କହିଛି, ଫିଲିପାଇନ୍ସର ରାଜଧାନୀର ଦକ୍ଷିଣ-ପଶ୍ଚିମ ଦିଗରେ ଏହି କମ୍ପନ ଅନୁଭୂତ ହୋଇଥିବା ବେଳେ ଏଥିରେ ବ୍ୟାପକ କ୍ଷୟକ୍ଷତି କିମ୍ବା ଆହତ ହେବା ଖବର ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।

ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ, ଆଜି ସକାଳେ ପ୍ରବଳ କମ୍ପନ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୨ ରହିଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ହୁକ୍‌ ନିକଟରେ ଏବଂ ଭୂପୃଷ୍ଠରୁ ପ୍ରାୟ ୧୨୦ କିଲୋମିଟର ତଳେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?