ଇଣ୍ଡୋନେସିଆରେ ୬.୩ ତୀବ୍ରତାର ଭୂକମ୍ପ

ଜାକର୍ତ୍ତା,୨୪ ।୨: ଏବେ ଭୂକମ୍ପର ନାଁ ଶୁଣିଣେ ଛାତିରେ ଛନକା ପଶିଯାଉଛି । ଏଥର ଇଣ୍ଡୋନେସିଆର ତୋବେଲୋରେ ଏକ ଭୂକମ୍ପ ଆସିଥିବା ସୂଚନା ମିଳିଛି । ୟୁଏସ ସିସମୋଲଜିକାଲ ସର୍ଭେ କହିଛି ଶୁକ୍ରବାର ସକାଳେ ଇଣ୍ଡୋନେସିଆର ତୋବେଲୋରେ ଭୂକମ୍ପ ଆସିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୩ । ଭୂକମ୍ପର କେନ୍ଦ୍ର ଇଣ୍ଡୋନେସିଆରୁ ୧୭୭ କିଲୋମିଟର ଉତ୍ତରରେ ଥିଲା । ଏବେ ପର୍ଯ୍ୟନ୍ତ ଭୂକମ୍ପ କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳିନାହିଁ ।
ସୂଚନାଯୋଗ୍ୟ, ଫେବୃୟାରୀ ୬ରେ ତୁର୍କୀ ଓ ସିରିଆରେ ଆସିଥିବା ଭୂକମ୍ପରେ ହଜାର ହଜର ସଂଖ୍ୟାରେ ଲୋକଙ୍କର ମୃତ୍ୟୁ ସାରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କୁ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

ପୁଣି ଅଶାନ୍ତ ବରଗଡ଼: ବୁଲିଲା ଛୁରି-ଭୁଜାଲି, ଯୁବକ ଆହତ

ବରଗଡ଼,୧୮ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଅପରାଧୀମାନେ ସକ୍ରିୟ ହୋଇ ପଡିଛନ୍ତି। ଏଠାରେ ଦିନ ଦ୍ବିପ୍ରହରରେ ଭୁଜାଲି ମାଡ, ଛୁରାମାଡ଼ ହେଉଛି। ଗତ କିଛିଦିନ ତଳେ ବରଗ ହାଟପଦାରେ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ମୌଳିକ ସୁବିଧାରୁ ବଞ୍ଚିତ ଡଙ୍ଗରିଆ କନ୍ଧ, ଟଙ୍କିକିଆ ଚାଉଳ ପାଇଁ ଯିବାକୁ ପଡ଼ୁଛି ୧୫ କି.ମି.

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଶ ସ୍ବାଧୀନତାର ୭୮ବର୍ଷ ପୂରିଥିଲେ ମଧ୍ୟ ଏବେ ସୁଦ୍ଧା ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ପହଞ୍ଚିପାରିନାହିଁ ମୌଳିକ ସୁବିଧା। ବିଶେଷକରି…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ: ପ୍ରେସ୍‌ ନୋଟ ଜାରି

ଭୁବନେଶ୍ୱର,୧୮।୨: ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍‌ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭…

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri