ଥରିଲା ଟୋକିଓ

ଟୋକିଓ,୧୧ା୫: ଗୁରୁବାର ଜାପାନର ରାଜଧାନୀ ଟୋକିଓ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ଏହି ସମୟରେ ଅନେକ ଲୋକ ଆହତ ହୋଇଛନ୍ତି ଏବଂ ସାମାନ୍ୟ କ୍ଷୟକ୍ଷତି ହୋଇଥିବା ଜଣେ ଅଧିକାରୀ କହିଛନ୍ତି।

ଜାପାନ ପାଣିପାଗ ବିଭାଗ ଅନୁଯାୟୀ, ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ ଥିଲା। ଏହି ଭୂକମ୍ପର କେନ୍ଦ୍ର ଟୋକିଓର ଦକ୍ଷିଣ ପୂର୍ବର ଚିବା ପ୍ରିଫେକ୍ଟରରେ ଥିଲା। ତେବେ ବର୍ତ୍ତମାନ ସୁଦ୍ଧା ସୁନାମିକୁ ନେଇ କୌଣସି ସତର୍କ ସୂଚନା ଦିଆଯାଇନାହିଁ।

ଜାପାନ ବିଶ୍ୱର ସବୁଠୁ ଭୂକମ୍ପ ପ୍ରବଣ ଦେଶମାନଙ୍କ ମଧ୍ୟରୁ ଅନ୍ୟତମ। ୨୦୧୧ରେ ଏକ ବଡ଼ ଭୂକମ୍ପ ଏବଂ ପରବର୍ତ୍ତୀ ସମୟରେ ସୁନାମି ଆସି ହଜାର ହଜାର ଲୋକ ପ୍ରାଣ ହରାଇଥିଲେ। ଏହି ଭୂକମ୍ପରେ ଫୁକୁସିମା ଆଣବିକ କାରଖାନା ଧ୍ୱଂସ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri