ମୋବାଇଲରୁ ମିଳିବ ଭୂମିକମ୍ପ ସୂଚନା

ଭୂମିକମ୍ପ ଏପରି ଏକ ପ୍ରାକୃତିକ ବିପର୍ଯ୍ୟୟ ଯାହାକୁ ହଠାତ ପୂର୍ବାନୁମାନ କରିବା ସହଜ ନୁହେଁ। ଅବଶ୍ୟ କେଉଁ ଅଞ୍ଚଳରେ ଭୂମିକମ୍ପ ହେବ ତାହା ଏବେ ଆକଳନ କରାଯାଇପାରୁଛି। ହେଲେ ଏହା ସଂଘଟିତ ହେବାର ଠିକ ସମୟ ସମ୍ପର୍କରେ ସୂଚନା ଦେବା ଏ ପର୍ଯ୍ୟନ୍ତ ସମ୍ଭବ ହୋଇପାରିନାହିଁ। ଫଳରେ ଅନେକ ସମୟରେ ଏଥିପାଇଁ ଧନଜୀବନ ହାନି ହେଉଛି। ତେବେ ଭୂମିକମ୍ପ ସମ୍ପର୍କରେ ପ୍ରାକ୍‌ ସୂଚନା ଦେବା ପାଇଁ ମୋବାଇଲ ସହାୟକ ହେବ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି। ଏ କ୍ଷେତ୍ରରେ ସଫଳ ହୋଇଥିବା ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି ୟୁନିଭର୍ସିଟି ଅଫ ସିଡ୍‌ନୀର ବୈଜ୍ଞାନିକମାନେ। ସେମାନେ ଏପରି ଏକ ଆପ୍ସ ପ୍ରସ୍ତୁତ କରିଛନ୍ତି, ଯାହାକୁ ମୋବାଇଲ ଡାଉନଲୋଡ୍‌ କରି ଭୂମିକମ୍ପ ସମ୍ପର୍କରେ ପ୍ରାକ୍‌ ସୂଚନା ପାଇହେବ। ତେବେ ଏହା ପଛରେ କେତେ ସତ୍ୟତା ରହିଛି ତାହା ଉପରେ କେତେକବୈଜ୍ଞାନିକ ପ୍ରଶ୍ନ ଚିହ୍ନ ଲଗାଇଛନ୍ତି। ତେବେ ନିଜର ଉକ୍ତିକୁ ଆହୁରି ଯଥାର୍ଥ ପ୍ରମାଣିତ କରିବା ପାଇଁ ଉକ୍ତ ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ହେଉଛି କି ବିଳମ୍ବ, ଏମିତି କଲେ ମିଳିବ ଉତ୍ତମ ଜୀବନସାଥୀ

ଜୀବନରେ ଅନେକ କିଛି ସମସ୍ୟା ଲାଗି ରହିଥାାଏ। ତେବେ ଯଦି କାହାର ବିବାହରେ ବିଳମ୍ବ ହେଉଥାଏ ଏଥିପାଇଁ ଘରର ବାସ୍ତୁ ଦୋଷ କେତେକାଂଶରେ ଦାୟୀ ବୋଲି...

କେବଳ ପ୍ରଥମ ଡେଟ୍‌ର ଏହି ଭୁଲ: ଭାଙ୍ଗିଦିଏ ପ୍ରେମ ସମ୍ପର୍କ

ସମସ୍ତେ ପ୍ରଥମ ଡେଟ୍‌ରେ ଉତ୍ସାହିତ ଏବଂ ନର୍ଭସ ଥାନ୍ତି। ଏପରି ପରିସ୍ଥିତିରେ, ଝିଅମାନେ ଭାବିଚିନ୍ତି କାମ କରନ୍ତି। ମାତ୍ର ପୁଅମାନେ ଅତ୍ୟଧିକ ଉତ୍ସାହରେ ମୂର୍ଖତା ପ୍ରଦର୍ଶନ...

ରକ୍ତହୀନତା ସମସ୍ୟାରୁ ରକ୍ଷା କରେ ହ୍ବାଇଟ୍‌ ଟି’

ଗ୍ରୀନ୍‌ ଟି’ ଉପକାରିତା ବିଷୟରେ ତ ଶୁଣିଥିବେ। କିନ୍ତୁ ହ୍ବାଇଟ୍‌ ଟି’ ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା ସହ ବିଭିନ୍ନ ପ୍ରକାର ରୋଗରୁ ମଧ୍ୟ...

ଶୀତଦିନେ ମଧୁମେହ ରୋଗୀ ଖାଆନ୍ତୁ ଏହି ୫ ଜିନିଷ

ସାରା ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ରୋଗୀକୁ ଅନେକ କିଛି କରିବାକୁ ପଡ଼ିଥାଏ। କେତେବେଳେ...

ଏହି ୪ ରାଶିର ଯୁବତୀ ହୁକୁମ ଚଳାଇବାରେ ମାହିର, ଶାଶୁଘର ସହ ସ୍ବାମୀଙ୍କ ଉପରେ ଥାଏ କଣ୍ଟ୍ରୋଲ

ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ...

କରୋନା ସମୟରେ ସ୍ତନ୍ୟପାନ

ବର୍ତ୍ତମାନ କରୋନା ରୂପକ ଅଦୃଶ୍ୟ ଭୂତାଣୁ ସାରା ପୃଥିବୀକୁ ଆତଙ୍କିତ କରି ଦେଇଛି ା ତେଣୁ ଅନେକ ଗର୍ଭବତୀ ମହିଳାମାନେ ମଧ୍ୟ କରୋନାରେ ପୀଡିତ ହେଉଛନ୍ତି।...

ଥାଇ କର୍ନ କେକ୍‌

ସୁଆଦିଆ ଖାଦ୍ୟ ସମସ୍ତଙ୍କର ପସନ୍ଦ। ସେଥିପାଇଁ ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କୁ ଆକର୍ଷିତ କରିବା ଲାଗି ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥାଏ।ପର୍ଯ୍ୟଟନ ସହର ପୁରୀର...

ବିପଦରେ ମହିଳା

ଆସନ୍ତା ୪ ତାରିଖରେ ପାଳନ ହେବାକୁ ଯାଉଛି ବିଶ୍ୱ କର୍କଟ ଦିବସ। ତେବେ ଏହି ଅବସରରେ ମହିଳାଙ୍କ ଜୀବନ ପ୍ରତି ବିପଦସୃଷ୍ଟି କରୁଥିବା ସର୍ଭାଇକାଲ୍‌ କ୍ୟାନ୍ସରର...

Advertisement
Archives

Model This Week