Posted inଜାତୀୟ

ମଣିପୁରର ନୋନିରେ ଭୂକମ୍ପ

ନୋନି,୨୮ ।୨: ମଣିପୁରର ନୋନିରେ ମଙ୍ଗଳବାର ଭୋର ସମୟରେ ଏକ ଭୂକମ୍ପ ଅନୁଭୁତ ହୋଇଛି । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି(ଏନସିଏସ) ଅନୁଯାୟୀ, ଭୂକମ୍ପର ଝଟକା ପ୍ରାୟ ୨ଟା ୪୬ ମିନିଟରେ ଅନୁଭୁତ ହୋଇଥିଲା । ଏହା ଭୂପୃଷ୍ଠରୁ ୨୫ କିଲୋମିଟର ଗଭିରତାରେ ଥିଲା । ସିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ମପାଯାଇଛି । ଏଥିରେ କୌଣସି ପ୍ରକାର କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ୧୯ ଫେବୃୟାରୀରେ ଆନ୍ଧ୍ର ପ୍ରଦେଶର ଏନଟିଆର ଜିଲାର ନନ୍ଦିଗାମା ସହରରେ ଭୂକମ୍ପ ଆସିଥିଲା । ଭୂକମ୍ପର ଝଟକା ରବିବାର ସକାଳ ପ୍ରାୟ ୭ଟା ୧୩ ମିନିଟରେ ଅନୁଭୁତ ହୋଇଥିଲା । ସିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୩.୦ । ସେହିଦିନ ମଧ୍ୟ ପ୍ରଦେଶରେ ବି ଏକ ଭୂକମ୍ପ ଆସିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri