୪.୫ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ,୨୭।୩: ନେପାଳର ଉତ୍ତର-ପଶ୍ଚିମ ହୁମଲା ଜିଲାରେ ବୁଧବାର ସାରେ ଏକ ମଧ୍ୟମ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିଯୋଗୁ କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନାହିଁ।

ଜାତୀୟ ଭୂମିକମ୍ପ ମନିଟରିଂ ଏବଂ ଗବେଷଣା କେନ୍ଦ୍ର ଅନୁଯାୟୀ, ସା୭.୪୪ ସମୟରେ ୪.୫ ତୀବ୍ରତାର ଏକ ଭୂମିକମ୍ପ ହୋଇଥିଲା, ଯାହାର କେନ୍ଦ୍ରସ୍ଥଳ କାଠମାଣ୍ଡୁରୁ ୪୨୫ କିଲୋମିଟର ଉତ୍ତର-ପଶ୍ଚିମରେ ହୁମଲା ଜିଲ୍ଲାର କାଳିକା ଅଞ୍ଚଳ ଥିଲା।
କେନ୍ଦ୍ର ଅନୁଯାୟୀ, ସା ୬.୨୭ ମିନିଟ ସମୟରେ ୫.୫ ତୀବ୍ରତାର ଏକ ଭୂମିକମ୍ପ ହୋଇଥିଲା, ଯାହାର କେନ୍ଦ୍ରସ୍ଥଳ ତିବ୍ଦତର ଟିଙ୍ଗ୍ରି କାଉଣ୍ଟିଂ ଥିଲା। ଏହା କାଠମାଣ୍ଡୁରେ ମଧ୍ୟ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ରଣକ୍ଷେତ୍ର: ଟଳିଲେଣି ୪,୫୦୦

ତେହରାନ୍‌ ,୩୦ା୩: ଫେବୃଆରୀ ୨୮ରେ ଇରାନ୍‌ ବିରୋଧରେ ଆମେରିକା ଓ ଇସ୍ରାଏଲ ଆରମ୍ଭ କରିଥିବା ଅପରେଶନକୁ ଇତିମଧ୍ୟରେ ଏକ ମାସ ପୂରିଛି। ଇରାନ୍‌ ଉପରେ ଉକ୍ତ ଦୁଇ ଦେଶର…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri