ନୂଆଦିଲ୍ଲୀ, ୩। ୧୧: ନେପାଳରେ ଶୁକ୍ରବାର ରାତି ୧୧.୩୨ରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ କମ୍ପନ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୬.୪ ଥିବାବେଳେ ଗଭୀରତା ୧୦କିମି ଥିବା ନେଇ ଏନସିଏସ୍ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆଦିଲ୍ଲୀ, ୩। ୧୧: ନେପାଳରେ ଶୁକ୍ରବାର ରାତି ୧୧.୩୨ରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏହାର ପ୍ରଭାବରେ ଦିଲ୍ଲୀ-ଏନସିଆର ସମେତ ଉତ୍ତର ଭାରତରେ କମ୍ପନ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୬.୪ ଥିବାବେଳେ ଗଭୀରତା ୧୦କିମି ଥିବା ନେଇ ଏନସିଏସ୍ ପକ୍ଷରୁ ସୂଚନା ଦିଆଯାଇଛି।
କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...
ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...
ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...
ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...
ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...
ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍ ଶନିବାର ଠାରୁ...
ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...
ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...
