Posted inଜାତୀୟ

ଥରିଲା ହିମାଚଳ ପ୍ରଦେଶ

ସିମ୍‌ଲା,୧୪।୨: ହିମାଚନ ପ୍ରଦେଶର ରବିବାର ଭୁକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୨ ମପାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ବିଳାଶପୁର ବୋଲି ଜଣାପଡିଛି। ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତିର ଆକଳନ ଏପର୍ଯ୍ୟନ୍ତ କରାଯାଇ ନାହିଁ। ଗତ ଶୁକ୍ରବାର ଉତ୍ତର ଭାରତରେ ବଡ ଭୂକମ୍ପ ହୋଇଥିଲା। ଏହାସହ ଗତ ଜାନୁୟାରୀ ୫ରେ ହିମାନଳ ପ୍ରଦେଶର ଚମ୍ବାରେ ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦିଅନ୍ତୁ ତେଜସ୍ବୀ: ବଂଶବାଦକୁ ଦାୟୀ କଲେ ଆରଜେଡି ନେତା

ପାଟନା,୨୭।୫: ଲୋକ ସଭା ନିର୍ବାଚନରେ ଆରଜେଡିର ଶୋଚନୀୟ ପରାଜୟ ପରେ ଦଳ ବିରୋଧୀ ସ୍ବର ଉତ୍ତୋଳନ ହେବାରେ ଲାଗିଛି। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି...

ଅଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟ ଗେଟରେ ଶୁଭିଲା ‘ଅଲ୍ଲାହୁ ଅକବର’ ସ୍ଲୋଗାନ, ଯାଞ୍ଚ ନିର୍ଦ୍ଦେଶ

ଲକ୍ଷ୍ନୌ,୨୭ ।୧: ଉତ୍ତର ପ୍ରଦେଶର ଅଲିଗଡ଼ ମୁସଲିମ ବିଶ୍ୱବିଦ୍ୟାଳୟ ବାହାରେ ସାଧାରଣତନ୍ତ୍ର ଦିବସ ସମୟରେ ରାଷ୍ଟ୍ରୀୟ କ୍ୟାଡେଟ କୋର(ଏନସିସି) ପୋଷାକରେ କେତେଜଣ ଛାତ୍ରଙ୍କ ଏକ ଭିଡିଓ...

ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ଭୁଲ ଢଙ୍ଗରେ ଦେଖାଇ ଗିରଫ ହେଲେ ନ୍ୟୁଜ୍‌ ଆଙ୍କର

ନୂଆଦିଲ୍ଲୀ,୫।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ଭୁଲ ଢଙ୍ଗରେ ଉପସ୍ଥାପନ କରିବା ଅଭିଯୋଗରେ ନୋଏଡା ପୋଲିସ ମଙ୍ଗଳବାର ସକାଳେ ନ୍ୟୁଜ୍‌ ଆଙ୍କର ରୋହିତ ରଞ୍ଜନଙ୍କୁ...

ଟ୍ରେନ୍‌ରେ ପୁଣି ମିଳିବ କମ୍ବଳ

ନୂଆଦିଲ୍ଲୀ,୧୦।୩: କରୋନା ମହାମାରୀ ଯୋଗୁ ଗତ ୨ବର୍ଷ ଧରି ସରକାର ଅନେକ ପ୍ରତିବନ୍ଧକ ଲଗାଇଥିଲେ। ଏହାକୁ ଏବେ ଧିରେ ଧିରେ ପ୍ରତ୍ୟାହାର କରାଯାଉଛି। ଇତିମଧ୍ୟରେ ନିକଟରେ...

ବିବିସି ଡକ୍ୟୁମେଣ୍ଟାରୀ ବିରୋଧରେ ଅବସରପ୍ରାପ୍ତ ବିଚାରପତିଙ୍କ ସମେତ ୩୦୦ବୁଦ୍ଧିଜୀବୀ ଏକଜୁଟ…

ନୂଆଦିଲ୍ଲୀ,୨୧।୧ : ବିବିସିର ଇଣ୍ଡିଆ: ଦ ମୋଦି କୋଶ୍ଚିନ ଡକ୍ୟୁମେଣ୍ଟାରୀ ସିରିଜକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଅବସରପ୍ରାପ୍ତ ବିଚାରପତି, ଅବସରପ୍ରାପ୍ତ ଅମଲାତନ୍ତ୍ର ଏବଂ...

ଆଇନ ବିଶ୍ୱବିଦ୍ୟାଳୟର ୬୦ ଛାତ୍ରୀଛାତ୍ର କରୋନା ପଜିଟିଭ୍‌…

ଚଣ୍ଡିଗଡ଼, ୫।୫ : ଦେଶରେ କରୋନା ମହାମାରୀର ସଂକ୍ରମଣ ପୁଣି ଥରେ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର...

ମହାରାଷ୍ଟ୍ର ରାଜନୈତିକ ସଙ୍କଟ ପଛରେ ଭାଜପାର ହାତ: ଠାକରେ

ମୁମ୍ବାଇ,୨୫ ।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟ ପରେ ଦଳକୁ ବଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶେଷ ପ୍ରୟାସ ଚଳାଇଛନ୍ତି । ଦଳର ଜିଲା ଓ ବିଭାଗ...

୭୫ ବର୍ଷ ବୟସରେ ୯୨ ଥର ହାରିଲେଣି ଏହି ପ୍ରାର୍ଥୀ: ତଥାପି ଛାଡିନି ଲଢିବାର ନିଶା

ଲକ୍ଷ୍ନୌ,୫।୪: ଏବେ ଦେଶରେ ଚାଲିଛି ନିର୍ବାଚନ ଋତୁ। ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଉତ୍ତର ପ୍ରଦେଶରେ ପଞ୍ଚାୟନ ନିର୍ବାଚନ ମଧ୍ୟ ହେବାକୁ ଯାଉଛି।...

Advertisement
Archives

Model This Week