Posted inଜାତୀୟ

ଥରିଲା ଜମ୍ମୁ-କଶ୍ମୀର

ନୂଆଦିଲ୍ଲୀ,୧।୧: ଆଫଗାନିସ୍ତାନ ଫାୟାଜାବାଦର ଦକ୍ଷିଣ-ପୂର୍ବରେ ୮୪ କି.ମି. ଦୂରରେ ଶନିବାର ସନ୍ଧ୍ୟାରେ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରବିନ୍ଦୁ ଆଫଗାନିସ୍ତାନ-ତାଜିକିସ୍ତାନ ସୀମାରେ ରହିଛି। ଏହାର ପ୍ରଭାବରେ ଜମ୍ମୁ-କଶ୍ମୀର ପୁଞ୍ଚ ଅଞ୍ଚଳ ଥରି ଉଠିଥିଲା। ହେଲେ ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ଭୂକମ୍ପର ତୀବ୍ରତା ୫.୧ ରହିଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri