ଆଫଗାନିସ୍ତାନରେ ଭୂକମ୍ପ, ୨୫୫ରୁ ଊର୍ଦ୍ଧ୍ୱ ମୃତ

କାବୁଲ,୨୨।୬: ଆଫଗାନିସ୍ତାନରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୬.୧ ଥିବା ସୂଚନା ମିଳିଛି। ଏ ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ଫଳରେ ୨୫୫ରୁ ଅଧିକ ଲୋକ ପ୍ରାଣ ହରାଇଥିବା ସୂଚନା ମିଳିଛି। ତେବେ ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ଦକ୍ଷିଣପୂର୍ବ ଆଫଗାନିସ୍ତାନର ଖୋଷ୍ଟ ସହରରୁ ୪୪ କିମି ଦୂରରେ ଏହି ଭୂକମ୍ପ ହୋଇଛି। ଏହାର ଗଭୀରତା ୫୧କିମି ଏବଂ ଅକ୍ଷାଂଶ ୩୨.୯୪ ରହିଥିବାବେଳେ ଦ୍ରାଘିମା ୬୯.୫୬ ରହିଥିଲା । ରିପୋର୍ଟ ଅନୁଯାୟୀ, ଲାହୋର, ମୁଲତାନ, କ୍ୱେଟା ଏବଂ ପାକିସ୍ତାନର ଅନ୍ୟାନ୍ୟ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri