ଆର୍ଜେଣ୍ଟିନା-ଚିଲିରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫, ୬.୩

ବୁଇନସ ଏରିସ/ସାଣ୍ଟିଆଗୋ,୨୩ ।୩: ଆର୍ଜେଣ୍ଟିନାରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି । ୟୁଏସ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଭୂକମ୍ପ ସମ୍ପର୍କରେ ସୂଚନା ଦେଇଛି । ୟୁଏସ ଜିଓଲଜିକାଲ ସର୍ଭେ ଆର୍ଜେଣ୍ଟିନାର ସ୍ୟାନ ଆଣ୍ଟୋନିୟୋ ଡି ଲସ କୋବରେସର ଉତ୍ତର-ଉତ୍ତର ପଶ୍ଚିମରୁ ୮୪ କିଲୋମିଟର ଦୂରରେ ୬.୫ ତୀବ୍ରତାର ଭୂକମ୍ପ ସୂଚନା ଦେଇଛି । ଏବେ ପର୍ଯ୍ୟନ୍ତ ଏହି ଭୂକମ୍ପରେ କୌଣସି ପ୍ରକାର କ୍ଷୟକ୍ଷତିର ସୂଚନା ଦେଇନାହିଁ ୟୁଏସଜିଏସ । ସ୍ୟାନ ଆଣ୍ଟୋନିୟୋ ଡି ଲସ କୋବରେସ ଉତ୍ତର-ପଶ୍ଚିମ ଆର୍ଜେଣ୍ଟିନାର ଏକ ଛୋଟ ସହର ।
ଅନ୍ୟପଟେ ଚିଲିର ଇକ୍ୱିକରେ ବି ବୁଧବାର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ର ଚିଲିର ଇକ୍ୱିକରୁ ୫୧୯ କିଲୋମିଟର ଦକ୍ଷଣ ପୂର୍ବରେ ଥିଲା । ନ୍ୟାଶନାଲ ସେଣ୍ଟର ଫର ସିସ୍ମୋଲୋଜି(ଏନସିଏସ) ଏହି ସୂଚନା ଦେଇଛି । ଇକ୍ୱିକ ଉତ୍ତର ଚିଲିରେ ଅଟାକାମା ମରୁଭୂମିର ପଶ୍ଚିମରେ ଥିବା ଏକ ଉପକୂଳ ସହର । ଏଥିରେ ବି କୌଣସି ପ୍ରକାରର କ୍ଷୟକ୍ଷତିର ସୂଚନା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?