ଆଫଗାନିସ୍ତାନରେ ଅନୁଭୁତ ହେଲା ୬.୭ ତୀବ୍ରତାର ଭୂକମ୍ପ, ୧୮ ମିନିଟରେ ଦୁଇଥର କମ୍ପିଲା

କାବୁଲ,୨୩ ।୨: ଆଫଗାନିସ୍ତାନରେ ଗୁରୁବାର ଏକ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୭ ମପାଯାଇଛି । ଭୂକମ୍ପ ଆଫଗାନିସ୍ତାନର ଫାୟଜାବାଦରେ ସକାଳ ୬ଟା ୭ ମିନିଟରେ ଅନୁଭୁତ ହୋଇଛି । ଏହାର କେନ୍ଦ୍ର ଭୂପୃଷ୍ଠରୁ ୧୧୩ ମିଟର ଗଭିରତାରେ ରହିଥିବା ପ୍ରକାଶ ।ତେବେ ୧୮ ମିନିଟ ମଧ୍ୟରେ ଆଫଗାନିସ୍ତାନରେ ୨ଟି ଭୂକମ୍ପ ଅୁଭୁତ ହୋଇଥିବା କୁହାଯାଇଛି । ଅନ୍ୟପଟେ ଗୁରୁବାର ତାଜିକିସ୍ତାନର ମୁର୍ଗୋବରୁ ୬୭ କିଲୋମିଟର ପଶ୍ଚିମରେ ୬.୮ ତୀବ୍ରତାର ଏକ ଭୂକମ୍ପ ଅନୁଭୁତ ହୋଇଥିବା ସୂଚନା ମିଳିଛି ।
ସୂଚନାଯୋଗ୍ୟ, ୬ ଫେବୃୟାରରେ ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପ ପରେ ସାରା ବିଶ୍ୱ ଭୂକମ୍ପକୁ ନେଇ ଭୟଭୀତ ହୋଇଯାଇଛି । ତୁର୍କୀରେ ଅନୁଭୁତ ହୋଇଥିବା ୭.୮ ତୀବ୍ରତା ଭୂକମ୍ପରେ ଅଧିକାଂଶ ଅଞ୍ଚଳ ଧ୍ୱଂସ ସ୍ତୁପରେ ପରିଣତ ହୋଇଛି । ଏହି ଭୂକମ୍ପରେ ୪୧ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri