ତୁର୍କୀ-ସିରିଆରେ ପୁଣି ୬.୩ ତୀବ୍ରତାର ଭୂକମ୍ପ, ୩ ମୃତ ୨୦୦ରୁ ଅଧିକ ଆହତ

ଅଙ୍କାରା,୨୧ ।୨: ତୁର୍କୀରେ ପୁଣି ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ମପାଯାଇଛି । ୟୁରୋପୀୟ ଭୂମଧ୍ୟସାଗରୀୟ ଭୁକମ୍ପ କେନ୍ଦ୍ର(ଇଏମଏସସି) କହିଛି ତୁର୍କୀ ଓ ସିରିଆର ସୀମାରେ ୨ କିଲୋମିଟିର ଗଭିରତାରେ ୬.୩ ତୀବ୍ରତାର ଭୂକମ୍ପ ଆସିଛି । ତୁର୍କୀର ଦକ୍ଷିଣରେ ହାଟେରେ ସୋମବାର ୨ଥର ଭୂକମ୍ପର ଝଝକା ଅନୁଭୁତ ହୋଇଥିଲା । ତୁର୍କୀର ଗୃହମନ୍ତ୍ରୀ ସୁଲେମାନ ସୋୟଲୁ କହିଛନ୍ତି, ସୋମବାର ଆସିଥିବା ଭୂକମ୍ପରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୨୧୩ ଜଣ ଆହତ ହୋଇଛନ୍ତି । ଭୂକମ୍ପ ଅନୁଭୁତ ହେବା ପରେ ଲୋକେ ଭୟରେ ଘର ବାହାରକୁ ପଳାଇ ଆସିଥିବା ବେଳେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଥିଲା । ମିଡିଆ ରିପୋର୍ଟ ଅନୁଯାୟୀ, ତାଜା ଭୂକମ୍ପରେ ଅନେକ କୋଠା ଭାଙ୍ଗି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri