ତୁର୍କୀ-ସିରିଆରେ ପୁଣି ୬.୩ ତୀବ୍ରତାର ଭୂକମ୍ପ, ୩ ମୃତ ୨୦୦ରୁ ଅଧିକ ଆହତ

ଅଙ୍କାରା,୨୧ ।୨: ତୁର୍କୀରେ ପୁଣି ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୩ ମପାଯାଇଛି । ୟୁରୋପୀୟ ଭୂମଧ୍ୟସାଗରୀୟ ଭୁକମ୍ପ କେନ୍ଦ୍ର(ଇଏମଏସସି) କହିଛି ତୁର୍କୀ ଓ ସିରିଆର ସୀମାରେ ୨ କିଲୋମିଟିର ଗଭିରତାରେ ୬.୩ ତୀବ୍ରତାର ଭୂକମ୍ପ ଆସିଛି । ତୁର୍କୀର ଦକ୍ଷିଣରେ ହାଟେରେ ସୋମବାର ୨ଥର ଭୂକମ୍ପର ଝଝକା ଅନୁଭୁତ ହୋଇଥିଲା । ତୁର୍କୀର ଗୃହମନ୍ତ୍ରୀ ସୁଲେମାନ ସୋୟଲୁ କହିଛନ୍ତି, ସୋମବାର ଆସିଥିବା ଭୂକମ୍ପରେ ୩ ଜଣଙ୍କ ମୃତ୍ୟୁ ହୋଇଛି ଓ ୨୧୩ ଜଣ ଆହତ ହୋଇଛନ୍ତି । ଭୂକମ୍ପ ଅନୁଭୁତ ହେବା ପରେ ଲୋକେ ଭୟରେ ଘର ବାହାରକୁ ପଳାଇ ଆସିଥିବା ବେଳେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଥିଲା । ମିଡିଆ ରିପୋର୍ଟ ଅନୁଯାୟୀ, ତାଜା ଭୂକମ୍ପରେ ଅନେକ କୋଠା ଭାଙ୍ଗି ଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୂପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୂପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri