Posted inଜାତୀୟ

ଆଣ୍ଡାମାନରେ ଭୂକମ୍ପ

ପୋର୍ଟବ୍ଲେୟାର,୮।୧୧: ଆଣ୍ଡାମାନ-ନିକୋବର ଦ୍ବୀପପୁଞ୍ଜରେ ସୋମବାର ଭୂକମ୍ପ ଅନୁଭୂତ ହୋଇଛି। ଏ ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ଦ୍ବୀପପୁଞ୍ଜର ଦକ୍ଷିଣ ପୂର୍ବ ପୋର୍ଟବ୍ଲେୟାରରେ ଏହି ଭୂକମ୍ପ ହୋଇଛି । ଏହାର ତୀବ୍ରତା ୪.୩ ମ୍ୟାଗ୍ନିଚ୍ୟୁଟ ହୋଇଥିବା ରେକର୍ଡ କରାଯାଇଛି।

ସକାଳ ୫ଟା ୨୮ ମିନିଟ୍‌ରେ ଭୂକମ୍ପ ଅନୁଭୂତ ହୋଇଥିବାବେଳେ ଏହାର ଅକ୍ଷାଂଶ ୯.୯୮ ଓ ଦ୍ରାଘିମା ୯୩.୮୨ ରହିଛି । ଏହାର ଗଭୀରତା ୧୬ କିଲୋମିଟର ରହିଥିବା ସୂଚନା ମିଳିଛି। ଏଥିରେ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଏହା ପୂର୍ବରୁ ମଧ୍ୟ ଆଣ୍ଡାମାନ ଏବଂ ନିକୋବରରେ ୪.୫ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…

ନୂଆଦିଲ୍ଲୀ,୧୮ା୫:ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍‌ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ଗୁପ୍ତାଙ୍ଗରେ ବ୍ଲେଡ୍‌ ପୂରାଇଦେଲେ ସ୍ବାମୀ, ପୋଲିସ ଆଗରେ ୪ ବର୍ଷର ଝିଅ ଖୋଲିଲା ରହସ୍ୟ

ରାୟପୁର,୧୮।୫: ଛତିଶଗଡ଼ର ସୁରଗୁଜା ଜିଲାରୁ ଏକ ଅତ୍ୟନ୍ତ ଅମାନୁଷିକ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟା ଗର୍ଭବତୀ ମହିଳାଙ୍କୁ ତାଙ୍କ ସ୍ବାମୀ ଅତି…

ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…

ଥିରୁଭାନନ୍ତପୁରମ୍‌,୧୮।୫: କେରଳମ୍‌ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri