Posted inଜାତୀୟ

ଦିଲ୍ଲୀରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ,୫।୨: ଜମ୍ମୁ-କଶ୍ମୀରରେ ସମେତ ଦିଲ୍ଲୀ, ନୋଏଡା ଏବଂ ଏହାର ଆଖପାଖ ଅଞ୍ଚଳରେ ଶନିବାର ସକାଳେ ଭୂକମ୍ପ ଅନୁଭୂତ ହୋଇଛି। ଏହା ପ୍ରାୟ ୨୦ ସେକେଣ୍ଡ ଧରି ଏହା ଅନୁଭୂତ ହୋଇଛି। କଶ୍ମୀରର କିଛି ଘରେ ଝଟକା ଯୋଗୁ ଫାଟ ଚିହ୍ନ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି। ଝଟକା ଯୋଗୁ ରାସ୍ତାରେ ଯାଉଥିବା ଗାଡି ଚଳାଚଳ ମଧ୍ୟ କିଛି ସମୟ ଧରି ଅଟକି ଯାଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନ-ତାଜାକିସ୍ତାନ ସୀମାନ୍ତ ଫୟାଜବାଦ। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୭ରହିଥିଲା ଓ ଏହା ସକାଳ ୯.୪୬ ମିନିଟ୍‌ରେ ଅନୁଭୂତ ହୋଇଥିଲା। ତେବେ ଭୂକମ୍ପ ଜନିତ କ୍ଷୟକ୍ଷତି ସମ୍ପର୍କରେ ଏଯାଏ କୌଣସି ସୂଚନା ମିଳିନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri