Posted inଜାତୀୟ

୪ ରାଜ୍ୟରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ,୮ା୧୨: ଆଜିକାଲି ସାରା ଦେଶରେ ଅନେକ ଭୂକମ୍ପ ଘଟୁଛି। ଆଜି ଅର୍ଥାତ୍‌ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ତାମିଲନାଡୁ, କର୍ନାଟକ, ଗୁଜରାଟ ଏବଂ ମେଘାଳୟରେ ଭୂକମ୍ପ ଅନୁଭୂତ ହୋଇଛି। ତାମିଲନାଡୁରେ ଶୁକ୍ରବାର ସକାଳ ୭.୩୯ରେ ୩.୨ ମ୍ୟାଗ୍ନିଚ୍ୟୁଡ୍‌ର ଏକ ଭୂକମ୍ପ ଅନୁଭୂତ ହୋଇଥିବା ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

କର୍ନାଟକର ବିଜୟପୁର ଜିଲାରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୩.୧ ରହିଥିଲା।
ଏନ୍‌ସିଏସ୍‌ ଅନୁଯାୟୀ, ଶୁକ୍ରବାର ସକାଳ ୬.୫୨ରେ କର୍ନାଟକରେ ଭୂକମ୍ପ ଅନୁଭୂତ ହୋଇଥିଲା। ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ହୋଇଥିଲା। ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ହୋଇନାହିଁ। ଗୁଜରାଟର କୁଚ ଏବଂ ରାଜକୋଟରେ ସକାଳ ୯ଟାରେ କମ୍ପନ ଅନୁଭୂତ ହୋଇଥିଲା। ଯାହାର ତୀବ୍ରତା ୩.୯ବୋଲି କୁହାଯାଉଛି। ଭୂକମ୍ପର ଗଭୀରତା ୨୦ କିଲୋମିଟର ଥିଲା। ସେହିପରି ଆଜି ସକାଳ ୮.୪୬ରେ ମେଘାଳୟର ରାଜଧାନୀ ଶିଲଂରେ ୩.୮ ମ୍ୟାଗ୍ନିଚ୍ୟୁଡ୍‌ର ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?