Posted inଜାତୀୟ

ଉତ୍ତର ପ୍ରଦେଶରେ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୫.୫୨

ଲକ୍ଷ୍ନୌ,୨୦ ।୮: ଉତ୍ତର ପ୍ରଦେଶର ଲକ୍ଷ୍ନୌ, ସୀତାପୁର ସମେତ କିଛି ସ୍ଥାନରେ ଶୁକ୍ରବାର ବିଳମ୍ବିତ ରାତିରେ ଭୂକମ୍ପ ଅନୁଭୁତ ହୋଇଛି । ରାତି ପ୍ରାୟ ୧ଟା ୧୬ରେ ଅନୁଭୁତ ହୋଇଥିବା ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫,୫୨ ଥିବା କୁହାଯାଇଛି । ଏହାର କେନ୍ଦ୍ର ଲକ୍ଷ୍ନୌଠାରୁ ୧୩୯ କିଲୋମିଟର ଦୂର ଉତ୍ତର-ଉତ୍ତର ପୂର୍ବରେ ୮୨ କିଲୋମିଟର ଗଭିରରେ ବୋଲି କୁହାଯାଇଛି ।
ଭୂକମ୍ପରେ ଧନ ଜୀବନ କ୍ଷୟ ହୋଇଥିବାର କୌଣସି ସୂଚନା ମିଳିନାହିଁ । ତେବେ ଭୂକମ୍ପ ହେଉଥିବା ଜାଣିବା ପରେ ଲୋକେ ଡରିଯାଇ ଘର ବାହାରକୁ ଚାଲି ଆସିଥିଲେ । ଏପଟେ ଜନ୍ମାଷ୍ଟମୀ ପାଳନ କରୁଥିବା ଲୋକେବି ପେଣ୍ଡାଲ ଛାଡି ଚାଲି ଆସିଥିଲେ । ଏହାର ଝଟକା ଏତେ ଥିଲା ଯେ ଘରେ ଥିବା ଚେୟାର ଟେବୁଲ, କୁଲର, ଫ୍ରିଜ ବି କିଛି ସମୟ ପର୍ଯ୍ୟନ୍ତ ହଲୁଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ

ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ସାମ୍ବାଦିକ ସମ୍ମିଳନୀ: କହିଲେ ଠକ ମାଫିଆଙ୍କ ବିରୋଧରେ କଠୋର ଆଇନ ପ୍ରଣୟନ କରାଯିବ

ନୂଆଦିଲ୍ଲୀ,୨୪।୭: କ୍ୟାବିନେଟ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପେପର ଲିକ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ଯେ ଏହି ବିପଦର ମୁକାବିଲା ପାଇଁ…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଗୁଜରାଟରେ ବର୍ଷା ତାଣ୍ଡବ, ପାଣି ଘେରରେ ସୁରତ

ଅହମଦାବାଦ,୨୪ା୭: ଗୁଜରାଟର ଦକ୍ଷିଣ ଭାଗ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ ଜୀବନଯାତ୍ରା…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri