ଓଡ଼ିଶାରେ ଭୂକମ୍ପର ଝଟ୍‌କା, ତୀବ୍ରତା ରହିଛି…

ଭୁବନେଶ୍ୱର,୨୫ା୨: ଓଡ଼ିଶାରେ ମଙ୍ଗଳବାର ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଆଜି ସକାଳ ୬ଟା ୧୦ରେ ରାଜଧାନୀ ଭୁବନେଶ୍ୱର, ବାଲେଶ୍ୱର, ପାରାଦୀପରେ ଭୂକମ୍ପ ଅନୁଭୂତ ହୋଇଛି। ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି। ପୁରୀରୁ ୨୮୬ ଓ ଭୁବନେଶ୍ୱରରୁ ୨୯୭ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ସେହିପରି ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ କେନ୍ଦ୍ରସ୍ଥଳ ରହିଛି। ତେବେ ଏହି ଭୂକମ୍ପର କୌଣସି କ୍ଷୟକ୍ଷତି ଖବର ବର୍ତ୍ତମାନ ସୁଦ୍ଧା ହସ୍ତକ୍ଷେପ ହୋଇନାହିଁ। ଭୂକମ୍ପ ପ୍ରଭାବରେ ଉପକୂଳ ଓଡ଼ିଶାରେ ସୁନାମୀ ଭୟ ରହିଥିବା ପାଣିପାଗ ବିଶେଷଜ୍ଞ କହିଛନ୍ତି। ଅନ୍ୟପକ୍ଷରେ ଭାରତ ଓ ବାଂଲାଦେଶରେ ମଧ୍ୟ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri