ସୋଲୋମନ ଆଇଲାଣ୍ଡରେ ଶକ୍ତିଶାଳୀ ଭୂକମ୍ପ: ସୁନାମୀ ଚେତାବନୀ ଜାରି

ହୋନିଆରା,୨୨।୧୧: ସୋଲୋମନ ଆଇଲାଣ୍ଡ ନିକଟରେ ୭.୩ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ମଙ୍ଗଳବାର ସକାଳ ୭.୩୩ରେ ଏହି ଭୂକମ୍ପ ହୋଇଥିଲା। ଭକମ୍ପ ପରେ ଲୋକମାନେ ସେମାନଙ୍କ ଘରୁ ଦୌଡ଼ି ପଳାଉଥିବାର ଦେଖାଯାଇଥିଲା। ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ରିପୋର୍ଟ ଅନୁଯାୟୀ, ସୋଲୋମନ ଦ୍ୱୀପପୁଞ୍ଜ ନିକଟରେ ଏକ ଶକ୍ତିଶାଳୀ ଭୂକମ୍ପ ପରେ ସୁନାମି ସତର୍କ ସୂଚନା ଜାରି କରାଯାଇଛି।
ସୂଚନାଯୋଗ୍ୟ, ନଭେମ୍ବର ୨୧ରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଭୂକମ୍ପ ଯୋଗୁ ୧୬୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦୦ରୁ ଅଧିକ ଲୋକ ଆହତ ହୋଇଥିଲେ। ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୪ରେ ମାପ କରାଯାଇଥିଲା। ଏହାପୂର୍ବରୁ ଶୁକ୍ରବାର ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ମଧ୍ୟ ଭୂକମ୍ପ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୬.୬ରେ ମାପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ସହ ଧକ୍କା ହେଲା ଅଟୋ: ୩ ଗୁରୁତର

ଦାରିଙ୍ଗବାଡ଼ି,୧୮ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ମ୍ଲୁକ୍‌ଚେରୀ ନିକଟରେ ୨ ବାଇକ୍‌ ଏବଂ ଗୋଟିଏ ଅଟୋ ମଧ୍ୟରେ ଧକ୍କା ହୋଇ ୩ ଜଣ ଗୁରୁତର ହୋଇଛନ୍ତି।…

ବାପା ହେଲେ ଷ୍ଟାର ଅଲରାଉଣ୍ଡର ରଶିଦ ଖାନ

ନୂଆଦିଲ୍ଲୀ,୧୮ା୪: ଆଫଗାନିସ୍ତାନ ଓ ଗୁଜରାଟ ଟାଇଟନ୍ସ (ଜିଟି) ଷ୍ଟାର ଅଲରାଉଣ୍ଡର ରଶିଦ ଖାନ ଶନିବାର ଏକ ପୁତ୍ର ସନ୍ତାନର ପିତା ହୋଇଛନ୍ତି। ରଶିଦ ସୋସିଆଲ ମିଡିଆରେ ଏକ…

ଚାକିରି ଜୀବନରେ ସାଉଁଟିଥିବା ସ୍ମୃତିକୁ ମନେ ପକାଇ ଗୋପାଳଗୃଷ୍ଣ କହିଲେ ଅବସର ପରେ…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ର ସମ୍ପାଦକ ଗୋପାଳକୃଷ୍ଣ ଜେନାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ସମବାୟ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri