ପୂର୍ବତଟ ରେଳପଥ ପକ୍ଷରୁ ରାଜଭାଷା ପକ୍ଷ ଉଦ୍‌ଘାଟିତ

ଭୁବନେଶ୍ୱର,୧୫।୯: ପୂର୍ବତଟ ରେଳପଥର ମୁଖ୍ୟାଳୟ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳସଦନଠାରେ ବୁଧବାର ହିନ୍ଦୀ ଦିବସ ସହ ରାଜଭାଷା ପକ୍ଷ ମଧ୍ୟ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରେଳପଥର ମୁଖ୍ୟ ରାଜଭାଷା ଅଧିକାରୀ ରବି ଶଙ୍କର ମିତ୍ରଙ୍କ ସମେତ ପୂର୍ବତଟ ରେଳପଥର ପ୍ରମୁଖ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ଶରଦ ରେଳପଥର ଅଧିକାରୀ ଓ କର୍ମଚାରୀମାନଙ୍କୁ ହିନ୍ଦୀ ଦିବସର ଶପଥ ପାଠ କରାଇବା ସହ ରେଳମନ୍ତ୍ରୀଙ୍କ ବାର୍ତ୍ତାକୁ ମଧ୍ୟ ଦୋହରାଇଥିଲେ। ସେହିଭଳି ରବି ଶଙ୍କର ସଭାକୁ ସମ୍ବୋଧନ କରି ହିନ୍ଦୀ ଦିବସର ଇତିହାସ ସମ୍ପର୍କରେ ବିଶେଷ ଆଲୋକପାତ ସହ ହିନ୍ଦୀର ମହତ୍ତ୍ୱ ବିଷୟରେ ମଧ୍ୟ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ରେଳ କର୍ମଚାରୀମାନେ ଅଧିକରୁ ଅଧିକ ଅଫିସ୍‌ କାର୍ଯ୍ୟ ରାଜଭାଷା ମାଧ୍ୟମରେ କରିବାକୁ ଶ୍ରୀବାସ୍ତବ ପରାମର୍ଶ ଦେଇଥିଲେ। ସେହିପରି ବିଭିନ୍ନ ପ୍ରତିଯୋଗିତା ଏବଂ ରାଜଭାଷା ସହ ଜଡ଼ିତ ଅନ୍ୟ ପ୍ରତିଯୋଗିତାରେ ଭାଗନେଇ ସଫଳ ହୋଇଥିବା କୃତୀ ପ୍ରତିଯୋଗୀମାନଙ୍କୁ ମହାପ୍ରବନ୍ଧକଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମକୁ ରେଳପଥର ରାଜଭାଷା ଅଧିକାରୀ ୟାଲିନା ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri